Monday, October 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା, ଜଣେ ମୃତ

Sanchar Live by Sanchar Live
September 11, 2024
in ଅପରାଧ
0
ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା, ଜଣେ ମୃତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଗଣେଶ ପୂଜା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ା ହୋଇଥିଲା । ଏଥିରେ ଛୁରା ମାଡରେ ଜଣେ ପ୍ରାଣ ହରାଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । କଟକ ଖୁଣ୍ଟୁଣି ଥାନା ଅନ୍ତର୍ଗତ ଧୁରୁଷିଆ ଗାଁରେ ଗଣେଷ ପୂଜା ଭସାଣୀ ସମୟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ମଙ୍ଗଳବାର ଧୁରୁଷିଆ ଗାଁର ଗୋପାଳ ସାହି ଓ ହରିଜନ ସାହିର ଗଣେଶ ଭସାଣ ଚାଲିଥିଲା । ଏହି ସମୟରେ ଦୁଇଟି ମେଢ ମୂହାଁମୂହିଁ ହେବା ସହ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା , ପାଟିତୁଣ୍ଡ ହୋଇଥିଲା । ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା, ଭୁଜାଲି ମାଡ ହୋଇଥିଲା । ଏଥିରେ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହୁପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରାଣ ହରାଇଛନ୍ତି ।

ଏହି ଘଟଣା ସମ୍ୱନ୍ଧରେ ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଅନ୍ୟପଟେ ଏହି କାରଣରୁ ଗାଁରେ ଲାଗି ରହିଛି ଉତ୍ତେଜନା । ବିନା ଅନୁମତିରେ ଚାଲିଥିଲା ଭସାଣ । ଏହି କାରଣରୁ ଗାଁରେ ପୋଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ପୋଲିସ ୨ ଜଣକୁ ଅଟକ ରଖି ପଚରାଉଚରା କରୁଛି ।

Tags: dhusuriodisha
ShareTweetShareSend
Sanchar Live

Sanchar Live

Next Post
ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚୟନ କମିଟିର ଅଧ୍ୟକ୍ଷ ହେଲେ ପ୍ରଜ୍ଞାନ ଓଝା, ଘୋଷଣା କଲା BCCI
  • ଦୀପାବଳି ପୂର୍ବରୁ ଚାଷୀଙ୍କୁ ଭେଟିଦେବେ ସରକାର
  • ଟ୍ରେନରେ ଯାତ୍ରା କରିବା ସମୟରେ ମୋବାଇଲରେ ଜୋରରେ ଗୀତ ବଜାଉଛନ୍ତି କି?
  • ସେହି ତାରିଖ, ମହାବାତ୍ୟା ଭଳି ହେବ କି ଭୟଙ୍କର ବାତ୍ୟା
  • ଟାଇଗର ଶ୍ରଫଙ୍କ ଉପରେ ଆକ୍ରମଣ ମାମଲାରେ ୩ ଗିରଫ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.