Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସୁଛି ଆଉ ଏକ ଲଘୁଚାପ

Sanchar Live by Sanchar Live
September 11, 2024
in ଓଡିଶା
0
ଆସୁଛି ଆଉ ଏକ ଲଘୁଚାପ
0
SHARES
33
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପାସଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏମିତିକି, ଏହା ଘନୀଭୂତ ହୋଇ ପରବର୍ତ୍ତୀ ୨୪ରୁ ୪୮ଘଣ୍ଟା ମଧ୍ୟରେ ଅବପାତର ମଧ୍ୟ ରୂପ ନେବାର ସମ୍ଭାବନା ରହିଛି। ଗୋଟିଏ ଲଘୁଚାପ ଯାଉଯାଉ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢ଼ିଛି। ଗତ ୫ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁଁଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏବେ ବର୍ଷା କମିବା ଯୋଗୁଁଁ ଧୀରେଧୀରେ ସ୍ଥିତି ସ୍ୱାଭାବିକ ହେଉଛି। ମାତ୍ର ପୁଣି ଗୋଟିଏ ଲଘୁଚାପ ଯୋଗୁଁଁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ସୃଷ୍ଟି କରିଛି। ତେବେ ସମ୍ଭାବ୍ୟ ଲଘୁଚାପଟି ଉତ୍ତର ଓଡ଼ିଶାରେ ଅଧିକ ପ୍ରଭାବ ପକାଇବାକୁ ଥିବାରୁ ଦକ୍ଷିଣ ଓଡ଼ିଶା ପାଇଁ ସାମାନ୍ୟ ଆଶ୍ବସ୍ତିକର ଖବର ମିଳିଛି।

୧୩ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମ୍ପର୍କରେ ସୂଚନା ଦେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ଆସନ୍ତା ୧୨ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୧୩ରେ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପରବର୍ତ୍ତୀ ୨୪-୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଥିବାରୁ ଏହା ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ହେବ। ବିଶେଷକରି ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼଼ରେ ୧୩ରୁ ୧୫ ତାରିଖ ମଧ୍ୟରେ ଭାରି ବର୍ଷା ହୋଇପାରେ। ଯଦି ଏହି ଲଘୁଚାପଟି ଦକ୍ଷିଣ-ପଶ୍ଚିମବଙ୍ଗରେ ସୃଷ୍ଟି ହୁଏ, ତେବେ ଉପରୋକ୍ତ ୩ଟି ଜିଲ୍ଲା ସମେତ ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଦେବଗଡ଼଼ ଓ ଝାରସୁଗୁଡ଼ାରେ ମଧ୍ୟ ଭାରି ବର୍ଷା ହେବ ଏବଂ ୧୬ରେ ମଧ୍ୟ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ହେବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ତେବେ ଏହି ଲଘୁଚାପ ଦ୍ୱାରା ଝାଡ଼ଖଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ ସପ୍ତାହକ ମଧ୍ୟରେ ବିଶେଷ ବର୍ଷା ନାହିଁ। ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼଼, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁରରେ ସପ୍ତାହକ ମଧ୍ୟରେ କିଛି ବର୍ଷା ହୋଇପାରେ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଲଘୁଚାପ ନେଇ କୌଣସି ସୂଚନା ଦିଆଯାଇ ନଥିଲେ ମଧ୍ୟ ୧୨ତାରିଖରୁ ପୁଣିଥରେ ବର୍ଷାର ପ୍ରଭାବ ବଢ଼ିବା ନେଇ ଜାରି ବୁଲେଟିନ୍‌‌ରେ ଦର୍ଶାଯାଇଛି। ୧୨ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ୧୩ ମଧ୍ୟ ଭାରି ବର୍ଷା ନେଇ ପାଣିପାଗ କେନ୍ଦ୍ର କହିଛି।
ସୂଚନାଥାଉ କି, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା କରାଇବା ପରେ ଗଭୀର ଅବପାତଟି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଦୁର୍ବଳ ହୋଇ ୱେଲ୍‌‌-ମାର୍କଡ୍‌ ଲୋ’ ପ୍ରେସର୍‌ରେ ପରିଣତ ହେବାର ସମ୍ଭାବନା ରହିଛି।

Tags: low pressureodisha
ShareTweetShareSend
Sanchar Live

Sanchar Live

Next Post
ସୁନା ବ୍ୟବସାୟୀଙ୍କ ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼

ସୁନା ବ୍ୟବସାୟୀଙ୍କ ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.