Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସୁନା ବ୍ୟବସାୟୀଙ୍କ ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼

Sanchar Live by Sanchar Live
September 11, 2024
in ଅପରାଧ
0
ସୁନା ବ୍ୟବସାୟୀଙ୍କ ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଆସିଲା ଏକ ବଡ଼ ଖବର । ଲୁଟେରାଙ୍କ ଦୌରାତ୍ମ୍ୟ । ଘରେ ପଶି ଦମ୍ପତିଙ୍କୁ ଛୁରାମାଡ଼ । ବ୍ରହ୍ମପୁର ବଡ଼ବଜାର ଗୌଡ଼ସାହିରେ ଘରେ ପଶି ସୁନା ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ । ଆହତ ସୁନା ବ୍ୟବସାୟୀ ହେଲେ ସତୀଶ କୁମାର ସୁବୁଦ୍ଧି ଓ ତାଙ୍କ ସ୍ତ୍ରୀ । ଉଭୟଙ୍କ ବେକ କାଟିବାକୁ ଉଦ୍ୟମ କରିଥିଲେ ଦୁର୍ବୃତ୍ତ ।  ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି ।  କିଏ ଓ କାହିଁକି ଆକ୍ରମଣ କଲା ବଡ଼ବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସେହିପରି ଆଠଗଡ଼ରେ ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ହୋଇଛି ।  ଏଥିର ଜଣଙ୍କର ମୃତ୍ୟୁ ହୋଇଛି ।  ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । କଟକ ଜିଲ୍ଲା ଆଠଗଡ଼ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଧୁରୁସିଆ ଗାଁରେ ଏହି ଅଘଟଣ ଘଟିଛି । ଆହତଙ୍କ ମଧ୍ୟରେ ଜଣଙ୍କ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।  ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।  ଅନ୍ୟ ୨ ଜଣ ଘରେ ଚିକିତ୍ସିତ ହେଉଛନ୍ତି ।  ମୃତକ ଜଣଙ୍କ ନାବାଳକ ବୋଲି ସୂଚନା ରହିଛି ।

Tags: berhumpurcrimeknife attack
ShareTweetShareSend
Sanchar Live

Sanchar Live

Next Post
ଛାତରୁ ଡେଇଁ ଜୀବନ ହାରିଲେ ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପା

ଛାତରୁ ଡେଇଁ ଜୀବନ ହାରିଲେ ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.