Thursday, September 10, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଲକାନଗିରି ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ

Sanchar Live by Sanchar Live
September 10, 2026
in ଓଡିଶା
0
ମାଲକାନଗିରି ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ
0
SHARES
8
VIEWS
FacebookTwitter

ମାଲକାନଗିରି ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ। ଗାଁରେ ଗାଁରେ ବ୍ୟାପୁଛି ମ୍ୟାଲେରିଆ ଜ୍ବର । ଆକ୍ରାନ୍ତଙ୍କ ସଂକ୍ୟା ବଢୁଥିବାବେଳେ ବଣ୍ଡାଘାଟିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ବିଭାଗର ରାଜ୍ୟସ୍ତରୀୟ ଟିମ୍ । ଦୁର୍ଗମ ଓ ଅପହଞ୍ଚପ୍ରବଣ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କିଭଳି ପଦକ୍ଷେପ ନିଆଯାଉଛି, ତାହା ଉପରେ ଟିମ୍ ଗୁରୁତ୍ୱ ଦେଇଥିଲା ।

ଏଥିସହ କଣ ରହିଛି ମ୍ୟାଲେରିଆ ସଂକ୍ରମଣର ସ୍ଥିତି ସେନେଇ ତଦାରଖ କରିଛନ୍ତି । ରୋଗୀଙ୍କୁ ଭେଟି ମ୍ୟାଲେରିଆର ସଠିକ ଚିକିତ୍ସା କରାଯାଉଛି କି ନାହିଁ ପଚାର ବୁଝିଛନ୍ତି । ବଣ୍ଡାଘାଟିର ଦାନ୍ତିପଡ଼ା ଗାଁରେ ଚିହ୍ନଟ ହୋଇଥିବା ଦୁଇଜଣ ମ୍ୟାଲେରିଆ ରୋଗୀଙ୍କୁ ଟିମ୍ ଭେଟିଥିଲା।

ଗତ ଅଗଷ୍ଟ ମାସରେ ୨୭ ଜଣ ମ୍ୟାଲେରିଆ ରୋଗୀ ଚିହ୍ନଟ ହୋଇଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କର ଚିକିତ୍ସା କରାଯାଉଛି । ଗତବର୍ଷ ତୁଳନାରେ ଚଳିତବର୍ଷ ମାଲକାନଗିରି ଜିଲ୍ଲାରେ ମ୍ୟାଲେରିଆ ସ୍ଥିତି ଅପେକ୍ଷାକୃତ ଆଶ୍ୱସ୍ତିଜନକ ରହିଥିବା କହିଛନ୍ତି ମାଲକାନଗିରି ଏଡିପିଏଚଓ ଡା. ସୌଭାଗ୍ୟ ରଞ୍ଜନ ରାଣସିଂହ। ଦୁୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ନିୟମିତ ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଆହୁରି ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ଗୁରୁତ୍ୱାରୋପ କରିଛି ।

Tags: malariamalkangiri
ShareTweetShareSend
Sanchar Live

Sanchar Live

Next Post
ସ୍କୁଲ ଭିତରେ ମଦ୍ୟପାନ କରି ପ୍ରଧାନ ଶିକ୍ଷକ ନିଲମ୍ବିତ

ସ୍କୁଲ ଭିତରେ ମଦ୍ୟପାନ କରି ପ୍ରଧାନ ଶିକ୍ଷକ ନିଲମ୍ବିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କୁଲ ଭିତରେ ମଦ୍ୟପାନ କରି ପ୍ରଧାନ ଶିକ୍ଷକ ନିଲମ୍ବିତ
  • ମାଲକାନଗିରି ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ
  • ଯୁବତୀଙ୍କୁ ଚାକିରି ବାହାନାରେ ଡାକି ଦୁଷ୍କର୍ମ
  • ୟୁଏଇରେ ଓଡ଼ିଶାର ନିବେଶ ଅଭିଯାନକୁ ବଡ଼ ସଫଳତା
  • ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.