Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବରଗଡ଼ରେ ଚିନ୍ତା ବଢାଇଲା ସ୍କ୍ରବ ଟାଇଫସ

Sanchar Live by Sanchar Live
September 11, 2024
in ଓଡିଶା
0
ବରଗଡ଼ରେ ଚିନ୍ତା ବଢାଇଲା ସ୍କ୍ରବ ଟାଇଫସ
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ବରଗଡ଼ରେ ଚିନ୍ତା ବଢାଇଲା ସ୍କ୍ରବ ଟାଇଫସ । ବଢୁଥିବା ରୋଗୀ ସଂଖ୍ୟା ଓ ସ୍ଥିତିର ଅନୁଧ୍ୟାନ ପାଇଁ ବିଭିନ୍ନ ହସ୍ପିଟାଲରେ ପହଞ୍ଚିଛନ୍ତି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ । ସରକାରୀ ଡାକ୍ତରଖାନା ଅପେକ୍ଷା ଘରୋଇ ହସ୍ପିଟାଲରେ ସ୍କ୍ରବ ଟାଇଫସ ରୋଗୀ ଅଧିକ ଭର୍ତ୍ତି ହୋଇଛନ୍ତି l ଏପର୍ଯ୍ୟନ୍ତ ସରକାରୀ ହସ୍ପିଟାଲରେ ମାତ୍ର ୩ଟି ସ୍କ୍ରବ ଟାଇଫସ ରୋଗୀଙ୍କୁ ଚି଼ହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ବେସରକାରୀ ଆକଳନ ହିସାବରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବରଗଡ଼ ଜିଲ୍ଲାରେ ୨୦ରୁ ୨୫ ରହିଛି । ଜିଲ୍ଲାରେ ପ୍ରାୟ ୫ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି l ତେବେ ଘରୋଇ ହସ୍ପିଟାଲରେ ସ୍କ୍ରବ ଟାଇଫସ ପଜିଟିଭ ରୋଗୀଙ୍କୁ ଶୀଘ୍ର ଚି଼ହ୍ନଟ କରାଯାଇ ଉତ୍ତମ ଚିକିତ୍ସା ପ୍ରଦାନ କରାଯାଉଛି।

Tags: baragarhscrubtypus
ShareTweetShareSend
Sanchar Live

Sanchar Live

Next Post
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡା ଆକ୍ରମଣ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡା ଆକ୍ରମଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.