Thursday, September 24, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପାଟ୍ରୋଲିଂ ଆରମ୍ଭ

Sanchar Live by Sanchar Live
September 24, 2026
in ଓଡିଶା
0
ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପାଟ୍ରୋଲିଂ ଆରମ୍ଭ
0
SHARES
3
VIEWS
FacebookTwitter

ପାର୍ବଣ ଋତୁକୁ ନଜରରେ ରଖି ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପାଟ୍ରୋଲିଂ ଆରମ୍ଭ କରାଯାଇଛି । ଆଗକୁ ଦୁର୍ଗାପୂଜା ଥିବାରୁ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ଲୋକଙ୍କ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ସୂଚନା ଅନୁସାରେ, ଏମଏମସି ଅଞ୍ଚଳରେ ଥିବା ୮ଟି ଥାନାକୁ ୪ଟି ଜୋନରେ ବିଭକ୍ତ କରାଯିବ । ପ୍ରତ୍ୟେକ ଜୋନରେ ପୋଲିସର ଗତିବିଧିକୁ ଅଧିକ ସୁସଂଗଠିତ କରାଯିବ । ଏଥିପାଇଁ ୧୬ଟି ବାଇକ୍‌ରେ ୩୨ ଜଣ ପୋଲିସ କର୍ମଚାରୀ ବିଭିନ୍ନ ଅଞ୍ଚଳରେ ପାଟ୍ରୋଲିଂ କରିବେ । ବିଶେଷକରି ସହରର ସମ୍ବେଦନଶୀଳ ଅଞ୍ଚଳ, ବିଭିନ୍ନ ପଡ଼ା, ଛକ ଏବଂ ସଂକୀର୍ଣ୍ଣ ଗଳିଗୁଡ଼ିକରେ ପୋଲିସର ନଜର ରହିବ । ପାର୍ବଣ ସମୟରେ ଭିଡ଼ ବଢ଼ିବା ସହ ଯାତାୟାତ ମଧ୍ୟ ବୃଦ୍ଧି ପାଇଥାଏ । ତେଣୁ କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ନଘଟେ, ସେଥିପାଇଁ ପୋଲିସ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ।

ଦୁର୍ଗାପୂଜା ସମୟରେ ମଣ୍ଡପ ଏବଂ ଅନ୍ୟାନ୍ୟ ପ୍ରମୁଖ ସ୍ଥାନରେ ଲୋକଙ୍କ ଭିଡ଼ ହେବାର ସମ୍ଭାବନା ରହିଛି । ଏହି ସମୟରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ସନ୍ଦେହଜନକ ଗତିବିଧି ଉପରେ ନଜର ରଖାଯିବ । ପାର୍ବଣ ସମୟରେ ଲୋକମାନେ ଯେପରି ନିରାପଦରେ ପୂଜା ଓ ଉତ୍ସବରେ ସାମିଲ ହୋଇପାରିବେ, ତାହା ନିଶ୍ଚିତ କରିବା ପାଇଁ ସମ୍ବଲପୁର ପୋଲିସର ଏହି ସ୍ୱତନ୍ତ୍ର ପାଟ୍ରୋଲିଂ ବ୍ୟବସ୍ଥା ଜାରି ରହିବ ।

Tags: Patrolingsambalpur
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପାଟ୍ରୋଲିଂ ଆରମ୍ଭ
  • ପୁରୀରେ ରେସ୍ତୋରାଁ କର୍ମଚାରୀଙ୍କ ବର୍ବରତା: ପର୍ଯ୍ୟଟକଙ୍କୁ ପିଟିଲେ…
  • ଜଳିଗଲା ଚଳନ୍ତା ବସ, ୯ ଜଣଙ୍କ ମୃତ୍ୟୁ
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି
  • ରାଜାରାଣୀ ଏକ୍ସପ୍ରେସ୍ ଧକ୍କାରେ ୪ ଜଣ ଯୁବକ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.