Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଜଧାନୀରେ ପୁଣି ମାତିଲେ ଲୁଟେରା, ଲୁଟିନେଲେ ୫ ଲକ୍ଷ

Sanchar Live by Sanchar Live
September 12, 2024
in ଅପରାଧ
0
ରାଜଧାନୀରେ ପୁଣି ମାତିଲେ ଲୁଟେରା, ଲୁଟିନେଲେ ୫ ଲକ୍ଷ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜଧାନୀରେ ପୁଣି ମାତିଲେ ଲୁଟେରା। ଦିନ ଦ୍ବିପ୍ରହରରେ ମାତିଲେ ଲୁଟେରା। କଳା ପଲସରରେ ଆସି ଝାମ୍ପିନେଲେ ୫ ଲକ୍ଷ ଟଙ୍କା। ଭୁବନେଶ୍ବର ସିଆରପି ଛକ ଆକ୍ସିସ ବ୍ୟାଙ୍କ ବହାରେ ଘଟଣା। ବାସୁଦେବ ମହାରଣା ନାମକ ଜଣେ ବ୍ୟକ୍ତି ଆକ୍ସିସ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଉଠାଇ ସ୍କୁଟି ନିକଟରେ ଠିଆ ହୋଇଥିବା ବେଳେ, ଟଙ୍କା ଝାମ୍ପି ନେଇଛନ୍ତି ହେଲମେଟ ପିନ୍ଧା ଦୁର୍ବୃତ୍ତ। ଏଥିସହ ୭୦ ହଜାର ଟଙ୍କାର ଲାପଟପ୍ ଓ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ବି ନେଇ ଯାଇଛନ୍ତି ଲୁଟେରା। ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ। ଲୁଟର ଶିକାର ହୋଇଥିବା ବାସୁଦେବ ଏବେ ରାଜଧାନୀରେ ସାଧାରଣ ଲୋକ ଅସୁରକ୍ଷିତ ବୋଲି କହିଛନ୍ତି।

Tags: bhubaneswarcrimeloot
ShareTweetShareSend
Sanchar Live

Sanchar Live

Next Post
ହରିୟାଣାରେ ଜନସଭାକୁ ସମ୍ବୋଧିତ କରି ଏମିତି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ହରିୟାଣାରେ ଜନସଭାକୁ ସମ୍ବୋଧିତ କରି ଏମିତି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.