Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଶିଷ୍ଟ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Sanchar Live by Sanchar Live
September 12, 2024
in ଓଡିଶା
0
ବିଶିଷ୍ଟ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବିଶିଷ୍ଟ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ୟେଚୁରୀ ଭାରତୀୟ ରାଜନୀତିର ଜଣେ ଧୂରୀଣ ରାଜନୀତିଜ୍ଞ ଥିଲେ। ଦୀର୍ଘ ବର୍ଷ ଧରି ସେ ଦେଶରେ କମ୍ୟୁନିଷ୍ଟ ଚିନ୍ତାଧାରାର ପ୍ରସାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ ।

 ଜଣେ ଜ୍ଞାନୀ ଓ ଦକ୍ଷ ସାଂସଦ ଭାବରେ ଦେଶର ସଂସଦୀୟ ପରମ୍ପରାର ମୂଲ୍ୟବୋଧକୁ ବଜାୟ ରଖିବାରେ ତାଙ୍କର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Tags: mohan majhiuindian politics
ShareTweetShareSend
Sanchar Live

Sanchar Live

Next Post
୪୭୬ ଜଣଙ୍କୁ ନିଯୁକ୍ତିପତ୍ର

୪୭୬ ଜଣଙ୍କୁ ନିଯୁକ୍ତିପତ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.