Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ

Sanchar Live by Sanchar Live
November 3, 2026
in ଓଡିଶା
0
0
SHARES
10
VIEWS
Facebook
Twitter

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ’ ଆଜି ଭୋର ସମୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିଛି । ଓଙ୍ଗୋଲ୍ ନିକଟରେ ନେଲ୍ଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ଲ୍ୟାଣ୍ଡଫଲ୍ କରିଛି । ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୮ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିଥିଲା ବାତ୍ୟା । ସ୍ଥଳଭାଗ ଅତିକ୍ରମ ପରେ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଜାରି ରହିଛି ।

ବାତ୍ୟାଟି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ବିଶାଖାପାଟଣା ଅକ୍ଷାଂଶ ଦେଇ ଆଗକୁ ବଢ଼ିବା ସହ ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ବର୍ଷାର ପ୍ରଭାବ ରହିବ । କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ଏବଂ ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସ୍ଥଳଭାଗ ସହ ସଂସ୍ପର୍ଶ, ଥଣ୍ଡା ଓ ଶୁଷ୍କ ବାୟୁର ପ୍ରଭାବ ଏବଂ ପୂର୍ବଘାଟ ପର୍ବତମାଳା ଯୋଗୁଁ ବାତ୍ୟାଟି ଧୀରେ ଧୀରେ ଦୁର୍ବଳ ହେବ । ଏହା ପଶ୍ଚିମ ଦିଗକୁ ତେଲେଙ୍ଗାନା ଆଡ଼କୁ ଗତି କରିବାରୁ ଓଡ଼ିଶାରେ ଆଜି ଓ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ । ଏହାପରେ ବର୍ଷାର ପ୍ରଭାବ ବିଶେଷ ରହିବ ନାହିଁ ।

Related posts

ଆଉ ନାହାନ୍ତି ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ପ୍ରଫେସର ଅଶୋକ ମହାପାତ୍ର

ଆଉ ନାହାନ୍ତି ପଦ୍ମଶ୍ରୀ ସମ୍ମାନପ୍ରାପ୍ତ ପ୍ରଫେସର ଅଶୋକ ମହାପାତ୍ର

November 2, 2026
ବର୍ଷା ପାଇଁ ଆଜି ଏହିସବୁ ଜିଲ୍ଲାରେ ସ୍କୁଲ ଛୁଟି

ବାତ୍ୟା ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି

November 2, 2026

ପାଣିପାଗ ମଡେଲ୍ ଅନୁଯାୟୀ, ଆଗାମୀ ୧୦ ଦିନ ମଧ୍ୟରେ ଓଡ଼ିଶା ଉପରେ ପ୍ରଭାବ ପକାଇବା ଭଳି କୌଣସି ନୂଆ ପାଣିପାଗ ସିଷ୍ଟମ୍ ସୃଷ୍ଟି ହେବାର ସମ୍ଭାବନା ନାହିଁ । ୮ ଓ ୯ ତାରିଖରୁ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି । ବାତ୍ୟା ପ୍ରଭାବ କମିବା ପରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ହ୍ରାସ ପାଇଲେ ରାଜ୍ୟରେ ଶୀତର ପ୍ରଭାବ ବଢ଼ିବ । ରାତି ତାପମାତ୍ରା ହ୍ରାସ ପାଇବ ବୋଲି କହିଛନ୍ତି ସୋଆ ସିଇସି ମୁଖ୍ୟ ।

Tags: cycloneodisharainweatherreport

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଗ୍ଲେନ୍ ମ୍ୟାକ୍ସୱେଲ୍ ଅବସର ଘୋଷଣା
  • ‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ
  • ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.