Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଧନତେରାସ୍: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Sanchar Live by Sanchar Live
November 6, 2026
in ଓଡିଶା
0
0
SHARES
18
VIEWS
Facebook
Twitter

ଆଜି ଧନତେରାସ୍ । ଦୀପାବଳି ପୂର୍ବରୁ ଧନତେରାସ୍ ପର୍ବ ପାଳନ କରାଯାଇଥାଏ । ଧନତେରାସରେ ସୁନା କିଣିବା ଶୁଭ ହୋଇଥାଏ । ଆଜି ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୮୬୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୯୫୩ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୮୬୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୮୬୦ ଟଙ୍କା ଛୁଇଁଛି ।

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026

ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୬,୧୮୦ ଟଙ୍କା ଓ ୨୨ କ୍ୟାରଟେ ୧,୩୪,୦୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୬,୦୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୩,୮୬୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୬,୦୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୩,୮୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୯୧୦୦ ଟଙ୍କା ହୋଇଛି ।

Tags: DhanterasGold price

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.