Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାନ୍ଥ ପଡି ଜଣେ ମୃତ, ଦୁଇ ଗୁରୁତର

Sanchar Live by Sanchar Live
September 15, 2024
in ଓଡିଶା
0
କାନ୍ଥ ପଡି ଜଣେ ମୃତ, ଦୁଇ ଗୁରୁତର
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: କାନ୍ଥ ପଡି ଜଣେ ମୃତ, ଦୁଇ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ଲଛିପୁର ଥାନା ସହରାପାଲି ଗାଁରେ ରାତିରେ ଘଟିଛି ଅଘଟଣ I ଘରର କାନ୍ଥ ପଡି ଆଇମା ସୁରୁବାଲି ଦୀପଙ୍କ ମୃତ୍ୟୁ ଘଟିଥିବା ବେଳେ ବୋହୂ ବବି ଦୀପ ଓ ଦୁଇ ବର୍ଷର ଶିଶୁକନ୍ୟା ଦେବୀ ଦୀପ ଗୁରୁତର ହୋଇଛନ୍ତି I ପରିବାର ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି I ଶିଶୁ କନ୍ୟାର ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି I ମୃତଦେହକୁ ବଲାଙ୍ଗୀର ଭୀମଭୋଇ ମେଡିକାଳ କଲେଜ ଡାକ୍ତର ଖାନାରେ ଭର୍ତି କରାଯାଇଛି l ରାତିରେ ଆଇ ସହ ବୋହୂ ଓ ନାତୁଣୀ ଶୋଇଥିବା ବେଳେ ଘଟିଥିଲା ଅଘଟଣ I ବର୍ଷାରେ କାନ୍ଥ ଓଦା ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା । ବିଳମ୍ବିତ ରାତିରେ କାନ୍ଥ ପଡିଯାଇଥିଲା I କାନ୍ଦ ବୋବାଳି ଶୁଣି ପଡ଼ିଶା ଲୋକେ ଆସି ଉଦ୍ଧାର କରିଥିଲେ I ଘଟଣା ସ୍ଥଳରେ ଲଛିପୁର ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି I

Tags: Bolangiriwall collapse
ShareTweetShareSend
Sanchar Live

Sanchar Live

Next Post
ଜାମ୍ମୁ ଓ କାଶ୍ମୀରରେ କିଏ କରିବେ ସରକାର ?

ଜାମ୍ମୁ ଓ କାଶ୍ମୀରରେ କିଏ କରିବେ ସରକାର ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.