Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
September 15, 2024
in ଓଡିଶା
0
ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡିଶାକୁ ମିଳିଲା ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ । ବନ୍ଦେ ଭାରତର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାଡ଼ଖଣ୍ଡର ଟାଟାରେ ଭର୍ଚୁଆଲରେ ରହି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଦୁଇଟି ଟ୍ରେନ୍‌ ବ୍ରହ୍ମପୁରରୁ ଟାଟା ଓ ରାଉରକେଲାରୁ ହାଓଡା ଚଳାଚଳ କରିବ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ ରାଉରକେଲାରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ରେଳ ଷ୍ଟେସନ୍‌ରେ ଉପସ୍ଥିତ ରହିଥିଲେ। ବ୍ରହ୍ମପୁରରୁ ମୁଖ୍ୟମନ୍ତ୍ରୀ ସେହି ଟ୍ରେନ୍‌ରେ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା କରୁଛନ୍ତି । ଏଥିସହିତ ଦେଶରେ ଅନ୍ୟ ୪ଟି ବନ୍ଦେ ଭାରତକୁ ମଧ୍ୟ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହିଭଳି ଭାବେ ଦେଶକୁ ମିଳିଛି ଆଉ ୬ଟି ବନ୍ଦେ ଭାରତ।

ସେହିପରି ଟିଟିଲାଗଡ଼ ଦେଇ ଯିବାକୁ ଥିବା ରାୟପୁର(ଦୁର୍ଗ)-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସକୁ ୧୬ତାରିଖରେ ଅହମ୍ମଦାବାଦରୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ବନ୍ଦେ ଭାରତ ଲୋକାର୍ପଣ ଉତ୍ସବ ବାଲୁଗାଁ, ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଯଖପୁରା, ହରିଚନ୍ଦନପୁର ଓ କେନ୍ଦୁଝରଗଡ଼ରେ ମଧ୍ୟ ଅନୁଷ୍ଠିତ ହେବ । ଭୁବନେଶ୍ୱରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଖୋର୍ଦ୍ଧା ରୋଡ୍‌ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବାଲୁଗାଁରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଜଖପୁରାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିବେ ।

Tags: bande bharatnarendra modi
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ମୁଖ୍ଯମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିଓ୍ବାଲ

ଦିଲ୍ଲୀ ମୁଖ୍ଯମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିଓ୍ବାଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.