Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁଭଦ୍ରା ସଚେତନତା ପଦଯାତ୍ରା

Sanchar Live by Sanchar Live
September 15, 2024
in ଓଡିଶା
0
ସୁଭଦ୍ରା ସଚେତନତା ପଦଯାତ୍ରା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ସୁଭଦ୍ରା ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଛି । ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଏକାମ୍ର ବିଧାୟକ, ବିଏମସି କମିଶନର , ଖୋର୍ଦ୍ଧା ଜିଲ୍ଲାପାଳ ଯୋଗ ଦେଇ ଫ୍ଲାଗଅଫ କରିଥିଲେ। ଭୁବନେଶ୍ୱର ଗିରି ଦୂର୍ଗା ମନ୍ଦିରରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏହି ପଦଯାତ୍ରା ଅନୁଷ୍ଠିତ ହୋଇଛି। ସେପ୍ଟେମ୍ବର 17 ରେ ପ୍ରଧାନମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବେ । ଆଜି ଓଡ଼ିଶାରେ 10 ହଜରା ଜାଗାରେ ଏହି ସଚେତନତା ପଦଯାତ୍ରା ହେଉଛି । ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି । ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ଯାଇଛି। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି ସଂକ୍ରାନ୍ତିରେ କେମିତି କଟିବ ଦିନ?

ଜାଣନ୍ତୁ ଆଜି ସଂକ୍ରାନ୍ତିରେ କେମିତି କଟିବ ଦିନ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.