Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା

Sanchar Live by Sanchar Live
September 16, 2024
in ଓଡିଶା
0
0
SHARES
8
VIEWS
Facebook
Twitter

ସଂଚାର ବ୍ୟୁରୋ: ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା। ସାରା ରାଜ୍ୟରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଚଳଚଞ୍ଚଳ ହୋଇପଡିଛି ବନ୍ଦର ନଗରୀ ପାରାଦୀପ। ପାରାଦୀପର ଛୋଟ ବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇବେ ଦର୍ଶକ।

ସେହିଭଳି ଅନୁଗୁଳ, ନାଲକୋ ନଗରରେ ମଧ୍ୟ ବେଶ୍ ଧୂମଧାମ ସହକାରେ ପୂଜା ପାଳିତ ହେଉଛି। ଚଳିତବର୍ଷ ନାଲକୋ ନଗରରେ ୧୯ଟି ପୂଜା ମଣ୍ଡପରେ ବିଶ୍ଵକର୍ମାଙ୍କୁ ଆବାହନ କରାଯିବ। କେଉଁଠି ସାମ୍ପତିକ ଘଟଣାବଳୀକୁ ନେଇ ତ ଆଉ କେଉଁଠି ପୌରାଣିକ କଥାବସ୍ତୁକୁ ନେଇ ମୁର୍ତ୍ତି ନିର୍ମାଣ ହେଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ମଧ୍ୟ ପୂଜାର୍ଚ୍ଚନା କରାଯାଉଛି।

Related posts

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

ଦୀପାବଳି ରାତିରେ କଡ଼ା ପହରା: ବାଣ ଫୁଟାଇବା ପୂର୍ବରୁ ଜାଣିରଖନ୍ତୁ ନିୟମ

November 8, 2026
ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

ପବିତ୍ର ଦୀପାବଳି ପାଇଁ ଗାଁଠୁ ସହର ଉତ୍ସବ ମୁଖର

November 8, 2026
Tags: biswakarma pujadivoteeodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.