Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨ ଦିନ ପ୍ରବଳ କାଚିବ

Sanchar Live by Sanchar Live
September 16, 2024
in ଓଡିଶା
0
୨ ଦିନ ପ୍ରବଳ କାଚିବ
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇଛି । ମଙ୍ଗଳବାର ଯାଏଁ ଏହାର ତୀବ୍ରତା ବଜାୟ ରହିବ । ତେବେ ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

ବର୍ଷା ଆଶଙ୍କା ଥିବାରୁ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) । ସୋମବାର କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପ୍ରବଳ ବର୍ଷା ପାଇଁ କଚ୍ଚା ଘର ଓ ରାସ୍ତା କ୍ଷତିଗ୍ରସ୍ତ ହୋଇପାରେ । ତଳିଆ ଅଞ୍ଚଳରେ ପାଣି ବି ଜମିବାର ଆଶଙ୍କା ଅଛି । ଏଥିପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟାରେ ବାଲେଶ୍ୱରର ଭୋଗରାଇରେ ୧୩୦ ମିମି, ରାଜଘାଟରେ ୧୨୦, ଉଦଳାରେ ୧୧୦, ଜଳେଶ୍ୱରରେ ୧୦୦, ଟେନ୍ସାରେ ୧୦୦, ମୟୂରଭଞ୍ଜର ରାସଗୋବିନ୍ଦପୁରରେ ୯୦, ସୁଲିଆପଦାରେ ୧୧୦, ବେତନଟୀରେ ୮୦, କପ୍ତିପଦାରେ ୮୦ ମିମି ବର୍ଷା ହୋଇଛି । ବାଲେଶ୍ୱରରେ ଅଧିକ ବର୍ଷା ଯୋଗୁ ମଥାନି ରୋଡ୍ଠାରେ ଜଳକା ନଦୀ ବିପଦ ସଙ୍କେତ ପାର୍ କରିଛି । ତେବେ ରାଜ୍ୟର ଅନ୍ୟ ପ୍ରମୁଖ ନଦୀରେ ଜଳସ୍ତର ବିପଦ ସଙ୍କେତ ସ୍ତରଠାରୁ ବହୁ ତଳେ ରହିଛି ।

Tags: rainweather report
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.