Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଗେଟ୍‌ବଲ୍ ଚମ୍ପିଅନ୍‌ସିପରେ ପ୍ରତିନିଧିତ୍ୱ କରିବେ ସୋଆ ପ୍ରଫେସର

Sanchar Live by Sanchar Live
September 16, 2024
in କ୍ରୀଡ଼ା
0
ଗେଟ୍‌ବଲ୍ ଚମ୍ପିଅନ୍‌ସିପରେ ପ୍ରତିନିଧିତ୍ୱ କରିବେ ସୋଆ ପ୍ରଫେସର
0
SHARES
5
VIEWS
FacebookTwitter

ଆସନ୍ତା ମାସ ତାଇୱାନର ତାଓୟୁଆନ୍ ଠାରେ ଆୟୋଜିତ ହେବାକୁ ଥିବା ଦ୍ୱିତୀୟ ଏସିଆ ପାସିଫିକ୍ ଆର୍ନ୍ତଜାତିକ ଗେଟ୍‌ବଲ୍ ଚମ୍ପିୟାନ୍‌ସିପରେ ଭାରତୀୟ ଟିମ୍‌ରୁ ପ୍ରତିନିଧିତ୍ୱ କରିବା ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଜଣେ ସିନିୟର ପ୍ରଫେସର୍ ମନୋନୀତ ହୋଇଛନ୍ତି । ସୋଆର ଫାକଲ୍ଟି ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକନୋଲଜି, ଇନଷ୍ଟିଚ୍ୟୁଟ୍ ଅଫ ଟେକନିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ ଇଣ୍ଡିଆନ୍ ଗେଟ୍‌ବଲ୍ ୟୁନିୟନ ପକ୍ଷରୁ ମନୋନୀତ ହୋଇଥିବା ୭ ଜଣିଆ ଭାରତୀୟ ଟିମ୍‌ରେ ସ୍ଥାନ ପାଇଛନ୍ତି ।

ଅକ୍ଟୋବର ୪ ରୁ ୭ ତାରିଖ ପର୍ଯ୍ୟନ୍ତ ତାଓୟୁଆନ୍ ଠାରେ ଆୟୋଜିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଂଟ କ୍ଲାସିକ, ଟ୍ରିପିଲ୍ସ ଓ ଡବଲ୍ସ ଭିତିରେ ଖେଳାଯିବ । “ଏହା ଖୁବ୍ ଆକର୍ଷଣୀୟ ଟୁର୍ଣ୍ଣାମେଂଟ ହେବ ଏବଂ ମୋ ପାଇଁ ଗୋଟିଏ ଆର୍ନ୍ତଜାତିକ ପ୍ରତିଯୋଗିତାରେ ଦେଶକୁ ପ୍ରତିନିଧିତ୍ୱ କରିବା ଗର୍ବର ବିଷୟ” ବୋଲି ସିଭିଲ୍ ଇଞ୍ଜିନିୟରିଂ ବିଭାଗର ଏହି ୬୪ ବର୍ଷୀୟ ପ୍ରଫେସର କହିଛନ୍ତି ।

ଭାରତୀୟ ଦଳରେ ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ ରଞ୍ଜନ କୁମାର ପାତ୍ର ଅଧିନାୟକ ଏବଂ ଉମାକାନ୍ତ ପାଣି, ଶରତ କୁମାର ପାତ୍ର, ଦିଲ୍ଲିପ କୁମାର ଷଡ଼ଙ୍ଗୀ, ସର୍ବେଶ୍ୱର ବ୍ରହ୍ମାନନ୍ଦ ମହାପାତ୍ର ଖେଳାଳୀ ଭାବେ ସାମିଲ୍ ହୋଇଥିବାବେଳେ ଦ୍ୱିୟପାୟନ ପଟ୍ଟନାୟକ ଉଭୟ ଖେଳାଳୀ ଓ ମ୍ୟାନେଜର୍ ଦାୟିତ୍ୱ ବହନ କରିବେ । କ୍ରୋକେଟ୍ ଦ୍ୱାରା ପ୍ରୋତ୍ସାହିତ ହୋଇଥିବା ଗେଟ୍‌ବଲ୍ ଏକ ଗତିଶୀଳ ନନ୍ କଂଟାକ୍ଟ ଓ ହାଇଲି ଷ୍ଟାଟ୍ରେଜିକ୍ ଦଳଗତ କ୍ରୀଡା ଯାହାକି ଯେ କୌଣସି ବୟସରେ ଉଭୟ ପୁରୁଷ ଓ ମହିଳା ଖେଳି ପାରିବେ । ଏହି କ୍ରୀଡା ଜାପାନ, ଚୀନ, ଇଣ୍ଡୋନେସିଆ, ଦକ୍ଷିଣ କୋରିଆ, ଭିଏତନାମ, ଥାଇଲାଣ୍ଡ ଓ ତାଇୱାନରେ ଖୁବ୍ ଲୋକପ୍ରିୟ ।

Tags: getball championshipsoa university
ShareTweetShareSend
Sanchar Live

Sanchar Live

Next Post
ମାଥିଲିରେ ପୁଣି ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.