Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସାଇବର କାଫେରେ ଚଢ଼ାଉ

Sanchar Live by Sanchar Live
September 16, 2024
in ଅପରାଧ
0
ସାଇବର କାଫେରେ ଚଢ଼ାଉ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ବୋରିଗୁମ୍ମା ବ୍ଲକ ଅଫିସ ନିକଟ ସାଇବର କାଫେ ଉପରେ ପୋଲିସର ଚଢ଼ାଉ । କାଫେରୁ କମ୍ପ୍ଯୁଟର, ସିପିୟୁ ଜବତ କରି ସିଲ୍ କରିଛି ପୋଲିସ । ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପଞ୍ଜୀକରଣ ପାଇଁ ୧୦୦ ଟଙ୍କା ଲେଖାଏଁ ଆଦାୟ କରାଯାଉଥିବା ଅଭିଯୋଗ ହୋଇଥିଲା । ବୋରିଗୁମ୍ମା ବିଡ଼ିଓ ସନ୍ଧ୍ୟାରାଣୀ ସମରଥ ଅଭିଯୋଗ କରିବା ପରେ ପୋଲିସ ଏସଡିପିଏ ତପସ୍ବୀନି କଅଁରଙ୍କ ନେତୃତ୍ବରେ ଚଢ଼ାଉ କରିଥିଲା ପୋଲିସ୍ ।  କାଫେ ମାଲିକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ସମ୍ପୃକ୍ତ କାଫେ ମାଲିମ କୁନ୍ଦ୍ରା ବ୍ଲକର ଜଣେ ବ୍ୟକ୍ତିଙ୍କ ଆଇଡି ବ୍ୟବହାର କରି ବୋରିଗୁମ୍ମା ବ୍ଲକରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପଞ୍ଜୀକରଣ କରୁଥିଲେ । ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

Tags: borigummacybercafepolice
ShareTweetShareSend
Sanchar Live

Sanchar Live

Next Post
କିଏ ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ?, ଆସନ୍ତାକାଲି ନିଆଯିବ ନିଷ୍ପତ୍ତି

କିଏ ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ?, ଆସନ୍ତାକାଲି ନିଆଯିବ ନିଷ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.