Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ’ସୁଭଦ୍ରା’ ଯୋଜନାର କରିବେ ଶୁଭାରମ୍ଭ

Sanchar Live by Sanchar Live
September 17, 2024
in ଓଡିଶା
0
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ’ସୁଭଦ୍ରା’ ଯୋଜନାର କରିବେ ଶୁଭାରମ୍ଭ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନ୍ମଦିନରେ ଓଡ଼ିଶା ଆସି ହିତାଧିକାରୀଙ୍କ ଖାତାକୁ ଡ଼ିବିଟି ମାଧ୍ୟମରେ ସହାୟତା ରାଶି ବଣ୍ଟନ ଆରମ୍ଭ କରିବେ । ପୂର୍ବାହ୍ନ ୧୧ଟାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ବିଶାଳ କାରକେଡ଼ରେ ସିଧା ଗାଡ଼କଣ ଅଭିମୁଖେ ଯାତ୍ରା କରିବେ। ସେଠାରେ ଆବାସ ଯୋଜନାର ୨୦ ହିତାଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିବେ । ଗାଡ଼କଣରୁ ଜନତା ମଇଦାନ ଅଭିମୁଖେ ବାହାରି ପ୍ରଧାନମନ୍ତ୍ରୀ ମୁଖ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହିତ ହିତାଧିକାରୀଙ୍କ ଖାତାକୁ ଡ଼ିବିଟି ମାଧ୍ୟମରେ ସହାୟତା ରାଶି ବଣ୍ଟନ ଆରମ୍ଭ କରିବେ । ସୁଭଦ୍ରା ଯୋଜନାରେ ସରକାର ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏ ମୋଟ ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରଦାନ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସଜେଇ ହୋଇଛି ଜନତା ମଇଦାନ । ପ୍ରାୟ ୪୦ହଜାର ଲୋକଙ୍କ ପାଇଁ ବସିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ କଳିଙ୍ଗ ଷ୍ଟାଡ଼ିୟମରେ ନବ ନିର୍ମିତ ବ୍ୟାଡ଼ମିଣ୍ଟନ ହାଇ ପରଫର୍ମାନ୍ସ ସେଣ୍ଟର ମଧ୍ୟ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସହରରେ ୮୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ବିମାନବନ୍ଦର, ଜନତା ମଇଦାନ ଓ ଗାଡ଼କଣ କାର୍ଯ୍ୟକ୍ରମ ପାଇଁ ୩ ଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । ଟ୍ରାଫିକ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାକୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି ।

Tags: narendra modiodishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ମୁଖ୍ଯମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିଓ୍ବାଲ

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ଅରବିନ୍ଦ କେଜ୍ରିଓ୍ବାଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.