Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Sanchar Live by Sanchar Live
September 17, 2024
in ଓଡିଶା
0
୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
0
SHARES
24
VIEWS
FacebookTwitter

ସଂଚାର ବ୍ୟୁରୋ: ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡ଼କୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୋଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ଷା ପାଇଁ କିଛି ସ୍ଥାନରେ ଫ୍ଲାସଫ୍ଲଡ କିମ୍ବା ଜଳବନ୍ଦୀ ସମସ୍ୟା ଉପୁଜିବା ଆଶଙ୍କା ରହିଛି।

ସେପଟେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ପାର୍‌ କରିଛି । ଜାମଶୋଳାଘାଟଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଯାଇଛି। ସେହିଭଳି ମଥାନି ରୋଡ୍‌ ବ୍ରିଜ୍‌ ପାଖରେ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଟପିଯାଇଛି । ବୁଢ଼ାବଳଙ୍ଗ ନଦୀର ଜଳସ୍ତର ମଧ୍ୟ ବଢୁଛି । ସୋମବାର ସ୍ୱତନ୍ତ୍ର ରିଲିଫ କମିଶନର ବାଲେଶ୍ୱର ଜିଲ୍ଲା ସମେତ ମୟୂରଭଞ୍ଜ ଓ ସୁନ୍ଦରଗଡ଼ର ସ୍ଥିତି ସମୀକ୍ଷା କରିଛନ୍ତି । ବାଲେଶ୍ୱରରେ ୧୦ଟି ଅଗ୍ନିଶମ ଟିମ୍‌, ୬ଟି ଓଡ୍ରାଫ ଟିମ୍‌ ଓ ଗୋଟିଏ ଏନଡିଆରଏଫ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି ।

ସେହିଭଳି ମୟୂରଭଞ୍ଜରେ ୧୨ଟି ଅଗ୍ନିଶମ, ୭ଟି ଓଡ୍ରାଫ୍‌ ଓ ୧ଟି ଏନଡିଆରଏଫ ଟିମ୍‌ ରଖାଯାଇଛି । ଅଧିକ ବର୍ଷା ହୋଇଥିବାରୁ ଶିମିଳିପାଳ ଜାତୀୟ ଉଦ୍ୟାନ କର୍ତ୍ତୃପକ୍ଷଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ମଧ୍ୟ ଆଶଙ୍କା ରହିଛି । ତେବେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ଛୁଟୁଛି ଶୁଭେଚ୍ଛାର ସୁଅ

ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ଛୁଟୁଛି ଶୁଭେଚ୍ଛାର ସୁଅ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.