Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ଜାଲରେ ଆର୍‌ଆଇ ଓ ପିଅନ

Sanchar Live by Sanchar Live
September 17, 2024
in ଅପରାଧ
0
ଭିଜିଲାନ୍ସ ଜାଲରେ ଆର୍‌ଆଇ ଓ ପିଅନ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ ଓ ପିଅନ। ସେମାନଙ୍କ ନାଁ ଯଥାକ୍ରମେ ବରୁଣ ଜେନା ଓ ବଳରାମ ସାହୁ। ଢେଙ୍କାନାଳ ସଦର ଆରଆଇ ଅଫିସରେ ସେମାନେ ନିଯୁକ୍ତ ହୋଇଛନ୍ତି। ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ ଆରଆଇ ବରୁଣ ଜେନା। ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ।

ଯୋଜନା ପ୍ରକାରେ ଅଭିଯୋଗକାରୀ ଆଜି ପିଅନ ବଳରାମ ସାହୁଙ୍କ ମାଧ୍ୟମରେ ଆରଆଇ ବରୁଣ ଜେନାଙ୍କୁ ୩୦ହଜାର ଟଙ୍କାର ଲାଞ୍ଚ ଅର୍ଥ ଦେଇଥିଲେ। ସେମାନେ ଏହି ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ସେମାନଙ୍କୁ ଧରିଥିଲା।ଭିଜିଲାନ୍ସ ପକ୍ଷରୁ ଏହି ଘଟଣାର ଅଧିକ ତଦନ୍ତ କରାଯାଉଛି।

Tags: dhenkanalvigilance raid
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବାକୁ ଥିବା ଆତିଶୀଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବାକୁ ଥିବା ଆତିଶୀଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.