Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ବେଆଇନ ଗୁଟଖା କାରଖାନା ଉପରେ ପୋଲିସର ଚଢ଼ାଉ

Sanchar Live by Sanchar Live
September 19, 2024
in ଅପରାଧ
0
0
SHARES
7
VIEWS
Facebook
Twitter

Related posts

ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର

ଦୀପାବଳି ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର

November 7, 2026
ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026

ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବାଉଁଶିଆପଲ୍ଲୀରେ ଥିବା ବେଆଇନ ଗୁଟଖା କାରଖାନା ଉପରେ ପୋଲିସର ଚଢ଼ାଉ । ବହୁ ପରିମାଣର ଗୁଟଖା, ଗୁଟଖା ପ୍ରସ୍ତୁତି ସାମଗ୍ରୀ, ମେସିନ ଠାବ ହୋଇଛି । ଗଞ୍ଜାମ ଜିଲ୍ଲା ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ ଚାଲାଣ ହେଉଥିଲା ଏହି ବେଆଇନ ଗୁଟଖା । ଦୀର୍ଘ ଦିନ ଧରି ବେଆଇନ ଭାବେ ଗୁଟଖା ପ୍ରସ୍ତୁତି ହେବା ସହ ବିଭିନ୍ନ ଅଞ୍ଚଳକୁ ବିକ୍ରି ହେଉଥିଲା । ବିଭିନ୍ନ ନାମରେ ଗୁଟଖା ପ୍ରସ୍ତୁତି କରିବା ସହ ବାସ୍ନା ପାଇଁ ବିଭିନ୍ନ ସାମଗ୍ରୀ ମିଶାଯାଉଥିଲା । ସଦର ଥାନା ପୋଲିସ ଏକ ପ୍ଲାଟୁନ ପୋଲିସ ଫୋର୍ସକୁ ନେଇ ଚଢ଼ାଉ କରିଛି । ନିକଟରେ ହୋଇଥିବା ନକଲି ତେଲ ଚଢ଼ାଉ ଲିଙ୍କରେ ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ଚଢ଼ାଉ କରିଛି ।

Tags: berhumpurraid

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି
  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.