Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

୭ ରୋଡ୍ ରୋମିଓଙ୍କୁ ମିଳିଲଶ ଜାମିନ୍

Sanchar Live by Sanchar Live
September 21, 2024
in ଅପରାଧ
0
0
SHARES
7
VIEWS
Facebook
Twitter

Related posts

ମାଡି ଆସୁଛି ବାତ୍ୟା ‘ମୁରାସୁ’, ଜାଣନ୍ତୁ ଏବେ କଣ ରହିଛି ଅପଡେଟ

ମାଡି ଆସୁଛି ବାତ୍ୟା ‘ମୁରାସୁ’, ଜାଣନ୍ତୁ ଏବେ କଣ ରହିଛି ଅପଡେଟ

November 2, 2026
ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

October 29, 2026

ସଂଚାର ବ୍ୟୁରୋ: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତା ଉପରେ ଆକ୍ରମଣ କରିବା ଘଟଣାରେ ୭ ଜଣ ଯୁବକଙ୍କୁ ଚନ୍ଦକା ପୋଲିସ ଗିରଫ କରି  ଶନିବାର କୋର୍ଟ ଚାଲାଣ କରିଥିଲା। ୭ ଜଣ ଯୁବକଙ୍କୁ ଭୁବନେଶ୍ବର ଜେଏମଏଫସି କୋର୍ଟରୁ ଜାମିନ ମିଳିଛି। ଆର୍ମି ମେଜର  ଓ ତାଙ୍କ ବାନ୍ଧବୀ ୧୪ ତାରିଖ ରାତିରେ ପଟିଆରୁ ଭରତପୁରକୁ  ରାତିରେ ଆସୁଥିଲେ । ରାସ୍ତାରେ ୨ଟି କାର୍‌କୁ ସେ ଓଭରଟେକ୍‌ କରିଥିଲେ । କାର୍‌ରେ ଥିବା ଯୁବକମାନେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଅଟକାଇ ଦୁର୍ବ୍ୟବହାର ସହ ଆକ୍ରମଣ  କରିଥିଲେ। ଏନେଇ ରାତିରେ  ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ ମେଜର  ଓ ତାଙ୍କ ବାନ୍ଧବୀ । ତେବେ ସେଠାରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା। ଏହା ପରେ  ଉଭୟଙ୍କୁ ପୁଲିସ ନିର୍ଯାତନା ଦେଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।    ଥାନାରେ ଅଭିଯୋଗ କରିବାକୁ ଆସି ପୋଲିସ ଠାରୁ ମାଡ ଖାଇବା ଓ ନିର୍ଯାତନା ଦିଆଯିବା ଅଭି‌ଯୋଗ ହେବା  ପରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଡିଜିପି ୱାଇବି ଖୁରାନିଆ । ଏଥିସହ ୫ ପୋଲିସ ଅଫିସରଙ୍କୁ ଡିଜିପି ନିଲମ୍ଵିତ କରିଥିଲେ। ବର୍ତ୍ତମାନ ରାଜଧାନୀର ଭାରତପୁର ଥାନାର ଏହି କାଣ୍ଡ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି ।  ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତା ଉପରେ ଆକ୍ରମଣ କରିବା ଘଟଣାରେ ୭ ଜଣ ଯୁବକଙ୍କୁ ଚନ୍ଦକା ପୋଲିସ ଶନିବାର  ଗିରଫ କରି କୋର୍ଟ ଚାଲାଣ କରିଥିଲା। ।  ଏଥିସହ ଗୋଟିଏ ଗାଡି ଓ ୧୧ଟି ମୋବାଇଲ ଫୋନକୁ ପୋଲିସ  ସେମାନଙ୍କ ଠାରୁ ଜବତ କରିଥିଲା ।

Tags: bhubaneswarroad romio

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଗ୍ଲେନ୍ ମ୍ୟାକ୍ସୱେଲ୍ ଅବସର ଘୋଷଣା
  • ‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ
  • ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.