Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଧାର୍ଯ୍ୟ ସମୟର ଗୋଟିଏ ଦିନ ଆଗରୁ ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ

Sanchar Live by Sanchar Live
September 22, 2024
in ଓଡିଶା
0
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ
0
SHARES
10
VIEWS
FacebookTwitter

ଧାର୍ଯ୍ଯ ସମୟର ଗୋଟିଏ ଦିନ ଆଗରୁ ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେ । ଲେଜର ସ୍କାନିଂ ଓ ରାଡାର ସର୍ଭେ କାର୍ଯ୍ଯ ଶେଷ ହୋଇଛି । ରାଡାର ସର୍ଭେର ତଥ୍ଯ ତର୍ଜମା କରାଯିବା ପରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଆସିବ । ଏଥିପାଇଁ ଆହୁରି ୧0 ଦିନରୁ ଅଧିକ ସମୟ ଲାଗିପାରେ l ପୂର୍ଣ୍ଣାଙ୍ଗ ରିପୋର୍ଟ ମିଳିବା ପରେ ରତ୍ନଭଣ୍ଡାର ତଳେ ସୁଡ଼ଙ୍ଗ ଅଛି କି ନାହିଁ ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିବ । ସମ୍ପୂର୍ଣ୍ଣ ରିପୋର୍ଟ ମିଳିବା ପରେ ଏହାକୁ ନେଇ ବିଶେଷଜ୍ଞମାନଙ୍କ ପରାମର୍ଶ ଓ ମତାମତ ନିଆଯିବ । ବିଶେଷଜ୍ଞଙ୍କ ମତାମତ ତଥା ଛତିଶା ନିଯୋଗ ଓ ପରିଚାଳନା କମିଟିରେ ଆଲୋଚନା କରାଯାଇ ରାଜ୍ୟ ସରକାରଙ୍କ ନିକଟକୁ ସବିଶେଷ ତଥ୍ୟ ପ୍ରଦାନ କରାଯାଇ ମରାମତି ପାଇଁ ଅନୁମୋତି ଲୋଡ଼ାଯିବ । ଶୃଙ୍ଖଳିତ ଭାବେ ସବୁ କାର୍ଯ୍ଯ ସରିଥିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମସ୍ତ ସେବାୟତ, ଏଏସଆଇ,ପୋଲିସ କର୍ମଚାରୀ ଓ ଶ୍ରଦ୍ଧାଳୁଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Tags: odishapuriratnabhandar
ShareTweetShareSend
Sanchar Live

Sanchar Live

Next Post
ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିସାନାୟେକେ

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିସାନାୟେକେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.