Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ନ୍ୟୁୟର୍କରେ ଓଡ଼ିଆଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
September 22, 2024
in ବିଦେଶ
0
ନ୍ୟୁୟର୍କରେ ଓଡ଼ିଆଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ନ୍ୟୁୟର୍କରେ ଓଡ଼ିଆଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନ୍ୟୁୟର୍କରେ ପହଞ୍ଚିବା ପରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ ଓଡ଼ିଶା ସୋସାଇଟି ସଦସ୍ୟ ଓ ପ୍ରବାସୀ ଭାରତୀୟମାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ । ପାରମ୍ପାରିକ ନାଚଗୀତର ତାଳେତାଳେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି ପ୍ରବାସୀ ଭାରତୀୟମାନେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତି ନିକଟରେ ପାଇ ପ୍ରବାସୀ ଭାରତୀୟମାନେ ପିଏମଙ୍କ ସହ ସେଲଫି ନେବା ସହ ଖୁସି ପ୍ରକାଶ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ମୋଦି ନ୍ୟୁୟର୍କରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି । ଭାରତୀୟ ସମୟ ରାତି ସାଢ଼େ ୯ଟାରେ ନ୍ୟୁୟର୍କରେ ପ୍ରବାସୀ ଭାରତୀୟଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବେ ପିଏମ୍ ମୋଦି ।

ସେପଟେ ଭାରତରୁ ଚୋରା ଚାଲାଣ ହୋଇଥିବା ମୂଲ୍ୟବାନ ପୁରୁଣା ସାମଗ୍ରୀ ଫେରାଇଲା ଆମେରିକା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ବେଳେ ୨୯୭ ଚୋରା ସାମଗ୍ରୀକୁ ଭାରତକୁ ହସ୍ତାନ୍ତର କରାଯାଇଛି । ଗତ ୨୦୧୪ ମସିହାରୁ ବର୍ତ୍ତମାନ ସୁଦ୍ଧା ଭାରତକୁ ଫେରିଛି ଚୋରା ଚାଲାଣ ହୋଇଥିବା ୬୪୦ ମୂଲ୍ୟବାନ ସାମଗ୍ରୀ । ଏହା ଭିତରେ ଆମେରିକାରୁ ଆସିଛି ୫୭୮ଟି ।

ସେହିପରି ବାଇଡେନ୍ ଦମ୍ପତିଙ୍କୁ ଉପହାର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମେରିକା ରାଷ୍ଟ୍ରପତି ବାଇଡେନଙ୍କୁ ରୂପାରେ ତିଆରି ଏକ ପ୍ରାଚୀନ ଟ୍ରେନ୍ ମଡେଲ୍ ଉପହାର ଦେଇଛନ୍ତି । ମହାରାଷ୍ଟ୍ରର କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ବିରଳ କଳାକୃତି । ଏହି ରୁପା ଟ୍ରେନ୍ ମଡେଲ୍ ୯୨.୫% ରୁପାରେ ନିର୍ମିତ ହୋଇଛି । ସେହିପରି ପ୍ରଧାନମନ୍ତ୍ରୀ ଆମେରିକାର ଫାଷ୍ଟ ଲେଡି ଜିଲ୍ ବାଇଡେନଙ୍କୁ ଜମ୍ମୁ କାଶ୍ମୀରର ପ୍ରସିଦ୍ଧ ପାଶମିନା ସାଲ୍ ଉପହାର ଦେଇଛନ୍ତି ।

Tags: narendra modinewyorkodia family
ShareTweetShareSend
Sanchar Live

Sanchar Live

Next Post
ଫ୍ରିଜରେ ରଖାଯାଇଥିବା ଅଟାରୁ ରୁଟି ତିଆରି କରୁଛନ୍ତି କି?

ଫ୍ରିଜରେ ରଖାଯାଇଥିବା ଅଟାରୁ ରୁଟି ତିଆରି କରୁଛନ୍ତି କି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.