Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
September 23, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି, ଏହି ରାଶିମାନେ..
0
SHARES
15
VIEWS
FacebookTwitter

ମେଷ : ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ପରିବାରର ସମର୍ଥନ ପାଇବେ । ବାପାଙ୍କଠାରୁ ଟଙ୍କା ପାଇବେ । ମାନସିକ ଶାନ୍ତି ରହିବ ।

ବୃଷ : କଥାବାର୍ତ୍ତାରେ ସଂଯତ ରୁହନ୍ତୁ । ଚାକିରିରେ ସମସ୍ୟା ଆସିପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଆସିପାରେ । ବାଦ ବିବାଦରୁ ଦୂରେଇ ରୁହନ୍ତୁ ।

ମିଥୁନ : ମନ ଖୁସି ରହିବ । ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଭାଇ, ଭଉଣୀଙ୍କ ସାଥ୍‌ ମିଳିବ । କ୍ରୋଧ ଅଧିକ ରହିବ ।

କର୍କଟ : ମାନସିକ ଶାନ୍ତି ପାଇଁ ଚେଷ୍ଟା କରନ୍ତୁ । ଆଜି ପାରିବାରିକ ଜୀବନ ସୁଖମୟ ହେବ । ବାହନ ସୁଖ ମିଳିପାରେ । ଅଯଥା ଝଗଡ଼ାରୁ ଦୂରେଇ ରୁହନ୍ତୁ ।

ସିଂହ : ମନ ଚିନ୍ତିତ ରହିବ । ଆୟ ବୃଦ୍ଧି ପାଇବ । ଖର୍ଚ୍ଚ ବଢ଼ିବ । ଜୀବନ ବିଶୃଙ୍ଖଳା ହୋଇପାରେ । ଅତ୍ୟଧିକ କ୍ରୋଧ କରିବେ ।

କନ୍ୟା : ଆତ୍ମବିଶ୍ୱାସ କମିବ । ପରିବାର ସହିତ କୌଣସି ଧାର୍ମିକ ସ୍ଥାନକୁ ଯିବେ । ବ୍ୟବସାୟରେ ଅନୁକୂଳ ସ୍ଥିତି ରହିବ । ଲାଭ ମିଳିପାରେ ।

ତୁଳା : ଶୈକ୍ଷିକ ଏବଂ ବୌଦ୍ଧିକ କାର୍ଯ୍ୟରେ ମାନ, ସମ୍ମାନ ମିଳିବ । ମାନସିକ ଶାନ୍ତି ରହିବ । ଖର୍ଚ୍ଚ ବୃଦ୍ଧି ପାଇବ । ଜୀବନସାଥୀଙ୍କ ସମର୍ଥନ ପାଇବେ ।

ବିଛା : କଥାବାର୍ତ୍ତାରେ ସନ୍ତୁଳନ ବଜାୟ ରଖନ୍ତୁ । ସ୍ଥାନ ପରିବର୍ତ୍ତନ ହୋଇପାରେ । ସମ୍ପତ୍ତି ରକ୍ଷଣାବେକ୍ଷଣ ପାଇଁ ଖର୍ଚ୍ଚ କରିପାରନ୍ତି ।

ଧନୁ : ଧାର୍ମିକ କାର୍ଯ୍ୟରେ ବ୍ୟସ୍ତତା ବଢ଼ିପାରେ। କଠିନ ପରିଶ୍ରମ କରିବେ । ଅଧିକାରୀଙ୍କ ସହଯୋଗ ମିଳିବ । ଆତ୍ମବିଶ୍ୱାସ ଭରପୂର ରହିବ ।

ମକର : ଆୟ ବୃଦ୍ଧି ହେବ । ଚାକିରିରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ସନ୍ତାନଠାରୁ ଭଲ ଖବର ପାଇବେ । ଚାପରୁ ଦୂରେଇ ରୁହନ୍ତୁ ।

କୁମ୍ଭ : ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ । ବନ୍ଧୁଙ୍କ ସହଯୋଗରୁ ଟଙ୍କା ପାଇବେ । ଖାଦ୍ୟପେୟ ପ୍ରତି ସଚେତନ ରୁହନ୍ତୁ ।

ମୀନ : ଅଯଥା କ୍ରୋଧରୁ ଦୂରେଇ ରୁହନ୍ତୁ । ଚାକିରିରେ ପରିବର୍ତ୍ତନ ଯୋଗ ରହିଛି । କିନ୍ତୁ ସ୍ୱଭାବରେ ଚିଡ଼ଚିଡ଼ାପଣ ଆସିପାରେ । ଖର୍ଚ୍ଚ ବଢ଼ିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସେନା ଅଧିକାରୀ ବାନ୍ଧବୀଙ୍କୁ ଥାନାରେ ର୍ଦୁବ୍ୟବହାର ମାମଲା: ବଦଳିଲେ ଭରତପୁର ଥାନା ଆଇଆଇସି

ଭରତପୁର ଘଟଣାର ବିଚାର ବିଭାଗୀୟ ତଦନ୍ତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.