Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମାଡ଼ିଆସିଲା ପାହାଡ଼ି ପାଣି, ଭାସିଗଲେ ୫ ଡାକ୍ତରୀ ଛାତ୍ରଛାତ୍ରୀ

Sanchar Live by Sanchar Live
September 23, 2024
in ଭାରତ
0
ମଇଁଷି ଚରାଇବା ବେଳେ ଟାଣିନେଲା କୁମ୍ଭୀର
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମାଡ଼ିଆସିଲା ପାହାଡ଼ି ପାଣି । ଜଳପ୍ରପାତରେ ବୁଡ଼ି ୨ ଡାକ୍ତରୀ ଛାତ୍ରୀଙ୍କ ମୃତ୍ଯୁ । ୨ ଜଣ ଉଦ୍ଧାର ହୋଇଥିବାବେଳେ ଏବେବି ଜଣେ ଛାତ୍ରୀ ନିଖୋଜ ଅଛନ୍ତି । ଆନ୍ଧ୍ର ସୀତାରାମରାଜୁ ଜିଲ୍ଲା ଜଳତରଙ୍ଗ ପ୍ରପାତରେ ଘଟିଛି ଏଭଳି ବଡ଼ ଅଘଟଣ । ଗତକାଲି ଆନ୍ଧ୍ର ଏଲୁର ମେଡିକାଲ କଲେଜର ୧୩ ଜଣ ଛାତ୍ରଛାତ୍ରୀ ବୁଲିବାକୁ ଯାଇଥିଲେ ।

ଜଳପ୍ରପାତ ନିକଟରେ ବସିଥିବାବେଳେ ହଠାତ ପାଣି ମାଡ଼ିଆସିଥିଲା । ଉପରମୁଣ୍ଡରେ ବର୍ଷା ଯୋଗୁ ପାହାଡ଼ି ପାଣି ମାଡ଼ି ଆସି ଛାତ୍ରଛାତ୍ରୀଙ୍କୁ ଭସାଇ ନେଇଥିଲା । ୪ ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣିରେ ଭାସିଯାଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ଗତକାଲି ସନ୍ଧ୍ଯାରେ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏବେବି ଜଣେ ଛାତ୍ରୀ ନିଖୋଜ ଅଛନ୍ତି । ସ୍ଥାନୀୟ ପ୍ରଶାସନ ତରଫରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Tags: drowningsancharlive
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ

ଆସନ୍ତାକାଲି ଶ୍ରୀମନ୍ଦିରରେ ମୂଳାଷ୍ଟମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.