Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆସନ୍ତାକାଲି ଶ୍ରୀମନ୍ଦିରରେ ମୂଳାଷ୍ଟମୀ

Sanchar Live by Sanchar Live
September 23, 2024
in Uncategorized
0
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ
0
SHARES
14
VIEWS
FacebookTwitter

ଆସନ୍ତା ୨୪ ତାରିଖ ମଙ୍ଗଳବାର  ଶ୍ରୀମନ୍ଦିରରେ ମୂଳାଷ୍ଟମୀ । ଶ୍ରୀକ୍ଷେତ୍ରସ୍ଥିତ ଦେବୀ ପୀଠ ତଥା ଶ୍ରୀମନ୍ଦିରରେ ମା’ବିମଳାଙ୍କ ଷୋଳ ପୂଜାର ଶୂଭାରମ୍ଭ । ଦେବୀ ଦୁର୍ଗାଙ୍କ ସହସ୍ରାକୁମ୍ଭାଭିଷେକ ଓ ଦେବୀ ଉତ୍ଥାପନ  ନୀତି ଅନୁଷ୍ଠିତ ହେବ । ପୀଠରେ ପୂଜାର୍ଚ୍ଚନା ପାଇଁ ଶ୍ରୀନହରରେ ବ୍ରାହ୍ମଣମାନେ ବରଣ ହେବେ । ଆସନ୍ତା ମାସ  ଅକ୍ଟୋବର ୨ ତାରିଖ ମହାଳୟାରୁ ଶ୍ରୀଦୁର୍ଗାମାଧବଙ୍କ ବାହାର  ବିଜେ । ମହାପ୍ରଭୁଙ୍କ ଶାକ୍ତ ଗୁଣ୍ଡିଚା ଆରମ୍ଭ । ଦେବଦେବୀ  ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀଙ୍କ ମନ୍ଦିରକୁ ବିଜେ  କରିବେ । ୯ ତାରିଖ ବୁଧବାର ମା’ବିମଳାଙ୍କ ପୀଠରେ  ମହାସପ୍ତମୀ, ୧୦ ତାରିଖ ଗୁରୁବାର ମହାଷ୍ଟମୀ, ୧୧  ତାରିଖ ଶୁକ୍ରବାର ମହାନବମୀ ପୂଜା ଅନୁଷ୍ଠିତ ହେବ ।  ୧୨ ତାରିଖରେ ମା’ଙ୍କ ବିଶ୍ରାମ ପୂଜା ହୋଇ ୧୩ ତାରିଖ  ରବିବାର ଠାକୁରାଣୀଙ୍କ ଦଶହରା ପୂଜା ସମ୍ପନ୍ନ ହେବ ।

Tags: Mulastamipurisrimandir
ShareTweetShareSend
Sanchar Live

Sanchar Live

Next Post
୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠୁ ରାଜ୍ଯରେ ପୁଣି ପ୍ରବଳ ବର୍ଷା ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.