Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ରାଜ୍ଯରେ ପୁଣି ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
September 23, 2024
in ଓଡିଶା
0
୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ରାଜ୍ଯରେ ପୁଣି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଉପକୂଳ ମିଆଁମାର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପ୍ରଭାବରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ପାଇବ । ଏଥିପାଇଁ ଆଜି ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରିକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୬ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

ଅନ୍ଯପଟେ ଆଜିଠୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ଯାବର୍ତ୍ତନ ଆରମ୍ଭ ହେଉଛି । ଉତ୍ତର ପଶ୍ଚିମ ଭାରତର ବିଭିନ୍ନ ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ଯାବର୍ତ୍ତନ କରିବା ସମ୍ଭାବନା ରହିଛି । ଓଡ଼ିଶାରୁ ମୌସୁମୀ ଯିବାକୁ ଆଉ କିଛିଦିନ ସମୟ ଲାଗିବ । ଓଡ଼ିଶାରୁ ସାଧାରଣତଃ ଅକ୍ଟୋବର ୧୫ ତାରିଖ ସୁଦ୍ଧା ମୌସୁମୀ ଅପସାରଣ ହୋଇଥାଏ ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ବିଜେଡିର ୬ ଘଣ୍ଟିଆ ହରତାଳ ପ୍ରତ୍ୟାହାର

ବିଜେଡିର ୬ ଘଣ୍ଟିଆ ହରତାଳ ପ୍ରତ୍ୟାହାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.