Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସିଦ୍ଧରମୈୟାଙ୍କୁ ହାଇକୋର୍ଟରୁ ମିଳିଲାନି ଆଶ୍ଵସ୍ତି

Sanchar Live by Sanchar Live
September 24, 2024
in ଭାରତ
0
ସିଦ୍ଧରମୈୟାଙ୍କୁ ହାଇକୋର୍ଟରୁ ମିଳିଲାନି ଆଶ୍ଵସ୍ତି
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ମୈସୁର ନଗର ଉନ୍ନୟନ ପ୍ରାଧିକରଣ(ଏମୟୁଡିଏ) ଜମି ଦୁର୍ନୀତି ମାମଲାରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ହାଇକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ସିଦ୍ଧରମୈୟାଙ୍କ ଦ୍ବାରା ଦାଖଲ ହୋଇଥିବା ଆବେଦନକୁ ଖାରଜ କରି ତାଙ୍କ ବିରୋଧରେ ମାମଲା ଚଳାଇବାକୁ ମଞ୍ଜୁରୀ ଦେଇଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି ଯେ, ଆବେଦନରେ ଦର୍ଶାଯାଇଥିବା ତଥ୍ୟର ତଦନ୍ତ କରିବାର ଆବଶ୍ୟକତା ରହିଛି। ଏହି ଆବେଦନରେ ଏମୟୁଡିଏ ମାମଲାରେ ତାଙ୍କ ବିରୋଧରେ ତଦନ୍ତ ପାଇଁ ରାଜ୍ୟପାଳ ଥାୱରଚନ୍ଦ ଗେହେଲଟ୍ ଦେଇଥିବା ମଞ୍ଜୁରୀକୁ ଚ୍ୟାଲେଞ୍ଜ କରିଥିଲେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା। ରାଜ୍ୟପାଳ ଥୱାର ଚାନ୍ଦ ଗେହଲଟ୍‌ ପୂର୍ବରୁ ସିଦ୍ଧରମୟାଙ୍କ ପତ୍ନୀ ପାର୍ବତୀ ସିଦ୍ଧରମୟାଙ୍କୁ ଏମ୍‌ୟୁଡିଏ ପକ୍ଷରୁ ଯୋଗାଇ ଦିଆଯାଇଥିବା ଜମିକୁ କେନ୍ଦ୍ର କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତାଙ୍କ ପତ୍ନୀ ପାର୍ବତୀଙ୍କୁ ଦିଆଯାଇଥିବା ଜମିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସିଦ୍ଧରମୈୟା ଏହାକୁ ଚ୍ୟାଲେଞ୍ଜ କରି ଆବେଦନ କରିଥିଲେ। ଅପରପକ୍ଷେ, ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରେ ଆବେଦନ ଖାରଜ ହେବା ପରେ ସିଦ୍ଧରମୈୟାଙ୍କ ଇସ୍ତଫା ଦାବି କରିଛି ବିଜେପି। ଏଥିସହ କଂଗ୍ରେସକୁ ଦୁର୍ନୀତିର ଦୋକାନ ବୋଲି କହିଛି ବିଜେପି।

Tags: Mahastrasidharameya
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ

ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.