Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭରତପୁର ଥାନା ଘଟଣା : ଆଜି ଗ୍ରାଉଣ୍ଡ ଜିରୋକୁ ଯିବ କ୍ରାଇମବ୍ରାଞ୍ଚ

Sanchar Live by Sanchar Live
September 25, 2024
in ଓଡିଶା
0
ଭରତପୁର ଥାନା ଘଟଣା : ଆଜି ଗ୍ରାଉଣ୍ଡ ଜିରୋକୁ ଯିବ କ୍ରାଇମବ୍ରାଞ୍ଚ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଆଜି ଗ୍ରାଉଣ୍ଡ ଜିରୋରେ ପହଞ୍ଚି ତନାଘନା ତଦନ୍ତ କରିବ କ୍ରାଇମବ୍ରାଞ୍ଚ ଟିମ୍। ଭରତପୁର ଥାନା ଓ ପଥରଗାଡ଼ିଆ ଯିବ ଟିମ୍।

ପଥରଗାଡ଼ିଆ ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ସହ କିଛି ରୋଡ୍ ରୋମିଓ ଝାମେଲା କରିଥିଲେ। ସେହିପରି ଭରତପୁର ଥାନାରେ ସେମାନଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏସବୁ ସ୍ଥାନରେ ସେଦିନ କ’ଣ  ଘଟିଥିଲା, କେଉଁ ପରିସ୍ଥିତିରେ ଗଣ୍ଡଗୋଳ ହୋଇଥିଲା ? ଟିକିନିଖି ତଦନ୍ତ କରିବ କ୍ରାଇମବ୍ରାଞ୍ଚ ଟିମ୍।

ତଦନ୍ତକାରୀ ଟିମକୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ  ଭରତପୁର ଓ ଚନ୍ଦକା ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ  ଆର୍ମି ମେଜରଙ୍କ ବାନ୍ଧବୀଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଛନ୍ତି ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ। କମିଶନରେଟ୍ ପୁଲିସ ପକ୍ଷରୁ ପିଏସଓ ଯୋଗାଇ ଦିଆଯାଇଛି।

Tags: bharatpurodisha
ShareTweetShareSend
Sanchar Live

Sanchar Live

Next Post
ଧାନ ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଧାନ ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.