Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନଭେମ୍ବର ୧୬ ତାରିଖ : ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା

Sanchar Live by Sanchar Live
September 25, 2024
in ଓଡିଶା
0
ନଭେମ୍ବର ୧୬ ତାରିଖ : ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ନଭେମ୍ବର ୧୬ ତାରିଖ (ଶନିବାର)କୁ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ। ପୂର୍ବରୁ ଏହି ଜିଲ୍ଲା ପାଇଁ ନଭେମ୍ବର ୨ ତାରିଖ (ଶୁକ୍ରବାର)କୁ ଦୀପାବଳି/କାଳିପୂଜା ପରଦିନ ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରାଯାଇଥିଲା।

ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଓ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ଦ୍ୱାରା ଏହି ଦିନକୁ ସରକାରୀ ଆଞ୍ଚଳିକ ଛୁଟି ଘୋଷଣା ନିମନ୍ତେ ପତ୍ର ମାଧ୍ୟମରେ ପ୍ରସ୍ତାବ ଦିଆଯାଇଥିଲା ବୋଲି କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି।

Tags: Mayurbhanjaodisha
ShareTweetShareSend
Sanchar Live

Sanchar Live

Next Post
ପୋଲିସ ସନ୍ଦେହରେ ଥିବା ଯୁବକଙ୍କ ଆତ୍ମହତ୍ୟା

ପୋଲିସ ସନ୍ଦେହରେ ଥିବା ଯୁବକଙ୍କ ଆତ୍ମହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.