Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାହାଙ୍ଗା ଡବଲ ମର୍ଡର ଘଟଣାରେ ପ୍ରତାପ ଜେନାଙ୍କୁ ହାଇକୋର୍ଟଙ୍କ କ୍ଲିନଚିଟ୍

Sanchar Live by Sanchar Live
October 1, 2024
in ଓଡିଶା
0
ମାହାଙ୍ଗା ଡବଲ ମର୍ଡର ଘଟଣାରେ ପ୍ରତାପ ଜେନାଙ୍କୁ ହାଇକୋର୍ଟଙ୍କ କ୍ଲିନଚିଟ୍
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ହାଇକୋର୍ଟଙ୍କ କ୍ଲିନଚିଟ୍ । ମାମଲାରୁ ପ୍ରତାପଙ୍କୁ ମୁକ୍ତ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ସାଲେପୁର ଜେଏମଏଫସି କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡବଲ ମର୍ଡର ମାମଲାରେ ପ୍ରତାପଙ୍କ ବିରୋଧରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ମୃତକଙ୍କ ପରିବାର । ପ୍ରତାପଙ୍କ ବିରୋଧରେ କାହିଁକି ହତ୍ୟା ମାମଲା ଚାଲିପାରିବ ନାହିଁ ବୋଲି କହିଥିଲେ ସାଲେପୁର JMFC କୋର୍ଟ ।

ଯାହାକୁ ବିରୋଧ କରି ହାଇକୋର୍ଟରେ କ୍ରିମିନାଲ ରିଭ୍ୟୁ ପିଟିସନ ଦାଖଲ କରିଥିଲେ ପ୍ରତାପ । ଏହାର ଶୁଣାଣି କରି ୨୫ ସେପ୍ଟେମ୍ବର ୨୦୨୩ରେ ସାଲେପୁର JMFC କୋର୍ଟ ଦେଇଥିବା ରାୟକୁ ଖାରଜ କରିଛନ୍ତି ହାଇକୋର୍ଟ । ୨୦୨୧ ମସିହା ଜାନୁଆରୀ ୨ ତାରିଖରେ ମାହାଙ୍ଗାରେ ବିଜେପି ନେତା କୁଳମଣୀ ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ଏଥିରେ ୧୩ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଥିଲା । ଯେଉଁଥିରେ ୧୩ ନମ୍ବର ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।

ହେଲେ ମାହାଙ୍ଗା ପୋଲିସ ଚାର୍ଜସିଟ ଦାଖଲ କରିବା ସମୟରେ ପ୍ରତାପଙ୍କ ଏହି ମାମଲାରେ କୌଣସି ସମ୍ପୃକ୍ତି ନଥିବା ଦର୍ଶାଇ ତାଙ୍କ ନା କାଟି ଦେଇଥିଲା । ଯାହାକୁ ବିରୋଧ କରି ସାଲେପୁର JMFC କୋର୍ଟରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ମୃତକଙ୍କ ପରିବାର । ପୂର୍ବରୁ ଏହି ମାମଲାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ସାଲେପୁର ଦ୍ଵିତୀୟ ଅତିରିକ୍ତ ଦୌରା ଜଜ । ହାଇକୋର୍ଟ ମାମଲାକୁ ସବୁ ଦିଗରୁ ଶୁଣିବା ସହିତ ତଥ୍ୟପ୍ରଣାମ ଆଧାରରେ ରାୟ ପ୍ରଦାନ କରିଛନ୍ତି । ହାଇକୋର୍ଟଙ୍କ ରାୟ ପରେ ପ୍ରତାପ କହିଛନ୍ତି ମୋ ବିରୋଧରେ ରାଜନୈତିକ ଷଡ଼ଯନ୍ତ୍ର ହୋଇଥିଲା । ହେଲେ ସତ୍ୟର ସବୁବେଳେ ଜୟ ହୁଏ ।

Tags: high courtmahanga double murderpratap jena
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ଧବଳମୁଖୀ ବେଶରେ ଦର୍ଶନ ଦେବେ ମାଆ ସମଲେଶ୍ବରୀ

ଆସନ୍ତାକାଲି ଧବଳମୁଖୀ ବେଶରେ ଦର୍ଶନ ଦେବେ ମାଆ ସମଲେଶ୍ବରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.