Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
October 3, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
56
VIEWS
FacebookTwitter

ମେଷ : ଆଜି ଆପଣଙ୍କୁ କୌଣସି ପ୍ରକାର ବିବାଦରୁ ଦୂରେଇ ରହିବାକୁ ପଡିବ । ଘର ସଜାଇବାରେ ଧ୍ୟାନ ଦେବେ । ଭାଇ ଓ ଭଉଣୀଙ୍କ ସମ୍ପର୍କ ଠିକ୍‌ ରହିବ । ପ୍ରତିଯୋଗିତାରେ ଭଲ ଫଳ ମିଳିବ ।

ବୃଷ : ଦିନଟି ଠିକ୍‌ ଠାକ ରହିବ । ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ । ପରିବାରର କୌଣସି ବ୍ୟକ୍ତିଙ୍କୁ ନିଜ ମନ କଥା କହିବା ପାଇଁ ସୁଯୋଗ ମିଳିବ ।

ମିଥୁନ : ଆଜି ପିଲାମାନଙ୍କର କୌଣସି କଥାରେ ଖୁସି ରହିବେ ଏବଂ କିଛି କାମରେ ସଫଳ ହେବେ । ନୃତ୍ୟ କରୁଥିବା ଲୋକଙ୍କୁ ଭଲ ଫଳ ମିଳିବ । ବ୍ୟବସାୟ ଆଗକୁ ବଢାଇବେ ଏବଂ ଆର୍ଥିକ ସ୍ଥିତି ସୁଦୃଢ ରହିବ ।

କର୍କଟ : ବରିଷ୍ଠ ଲୋକଙ୍କ ସହ ମିଳିମିଶି କାମ କରିବେ । କୌଣସି କାର୍ଯ୍ୟକୁ ନିର୍ଭୟର ସହ ପୂରା କରିବେ । ସମସ୍ତଙ୍କ ସହ ମିଳିମିଶି କାର୍ଯ୍ୟ କରିବେ । ନିଜର ବ୍ୟବହାର ଠିକ୍‌ ରଖିବେ ।

ସିଂହ : ଆଜିର ଦିନଟି ଆପଣଙ୍କ ଭାଗ୍ୟ ଦୃଷ୍ଟିକୋଣରୁ ଉତ୍ତମ ରହିବ । ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସେୟାର ମାର୍କେଟରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ ।

କନ୍ୟା : ଦାୟିତ୍ୱ ପୂରଣ କରିବେ । ଆପଣଙ୍କୁ ଆଶାଠାରୁ ଅଧିକ ଧନ ମିଳିବ । ପରିବାରରେ କଳହ ଦୂର ହେବ । ଖର୍ଚ୍ଚ କମ୍‌ କରିବାକୁ ପଡିବ, ନଚେତ୍‌ ସମସ୍ୟା ହୋଇପାରେ ।

ତୁଳା : ଦିନଟି ଅନୁକୂଳ ରହିବ । ସାଙ୍ଗଙ୍କ ସହ କିଛି ସମୟ କାଟିବେ । ଆର୍ଥିକ ସ୍ଥିତି ଠିକ୍‌ ରହିବ । ଶୁଭ ଖବର ମିଳିବ । କିଛି ନୂଆ ଲୋକଙ୍କ ସହ ଜଡିତ ହେବେ । ଆପଣ ଆଜି ସତ୍ୟ ପଥରେ ଚାଲିବେ ।

ବିଛା : ଆଜି ଆପଣଙ୍କୁ ଦେବାନେବା କାମରେ ସାବଧାନ ରହିବାକୁ ପଡିବ । ଦାନଧର୍ମରେ ରୁଚି ରହିବ । ବେପାରୀଙ୍କ ପାଇଁ ଦିନଟି ଭଲ । ଆଜି ଆପଣ ଯେକୌଣସି କାମ କରିବେ, ତାହା ଭଲ ହେବ ।

ଧନୁ : ଆପଣଙ୍କୁ କୌଣସି କାର୍ଯ୍ୟରେ ସୁବିଧା ସୁଯୋଗ ମିଳିବ । ନୂତନ ପଦବୀ ମିଳିପାରେ । ନୂଆ ସାଙ୍ଗ ଗଢିବେ । କୌଣସି ଶୁଭ କାମରେ ଯୋଗ ଦେବେ । ଭାବିଚିନ୍ତି କାମ କଲେ ଆପଣଙ୍କୁ ଲାଭ ମିଳିବ ।

ମକର : ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ସୁବିଧା ମିଳିବ । ଆଜି ଘରକୁ ଅତିଥି ଆସିପାରନ୍ତି । ଛାତ୍ରଛାତ୍ରୀ ପାଠପଢାକୁ ନେଇ ଗୁରୁଜନଙ୍କ ସହ କଥା ହେବେ ।

କୁମ୍ଭ : ଆଜି ଆପଣଙ୍କ ଆବଶ୍ୟକତା ପୂର୍ଣ୍ଣ ହେବ, ଯାହାଦ୍ୱାରା ଆପଣ ଆଗକୁ ବଢିବେ । କିଛି କାମ ପୂରା କରିବାକୁ ଚେଷ୍ଟା କରିବେ । ନିଜ କାମ ଦ୍ୱାରା ଉଚ୍ଚ ଅଧିକାରୀଙ୍କ ମନ ଜିତିବେ ।

ମୀନ : ଦିନଟି ଭଲରେ କଟିବ । ବଡ ଲୋକଙ୍କଠାରୁ ସାହାଯ୍ୟ ମିଳିବ । କୌଣସି କାର୍ଯ୍ୟରେ ସଫଳତା ମିଳିବ । କୌଣସି ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିପାରେ । କୌଣସି ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଠିକ୍‌ ହେବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଭଡା ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଡା ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.