Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଭୁବନେଶ୍ୱରରେ ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍ ଏଫ୍‌ଆଇଭିବିର ସଭାପତି ଡ. ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୦ ପ୍ରଦାନ

Sanchar Live by Sanchar Live
October 5, 2024
in କ୍ରୀଡ଼ା
0
ଭୁବନେଶ୍ୱରରେ ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍ ଏଫ୍‌ଆଇଭିବିର ସଭାପତି ଡ. ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୦ ପ୍ରଦାନ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱରରେ ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍ ଏଫ୍‌ଆଇଭିବିର ସଭାପତି ଡ. ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୦ ପ୍ରଦାନ କରାଯାଇଛି । ଏକ ଘରୋଇ ହୋଟେଲରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କିଟ୍ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉପସ୍ଥିତିରେ ଡ. ଗ୍ରାସାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ସମଗ୍ର ବିଶ୍ୱରେ ଭଲିବଲ୍‌ର ବିକାଶ ନେଇ ଡ. ଗ୍ରାସାଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି । ୨୦୨୦ରେ ତାଙ୍କୁ ଏହି ସମ୍ମାନ ଦିଆଯିବା ପାଇଁ ନିଷ୍ପତି ହୋଇଥିଲେ ମଧ୍ୟ କୋଭିଡ୍ ମହାମାରୀ ଯୋଗୁଁ ଏହି ସମ୍ମାନ ପ୍ରଦାନ କରାଯାଇପାରି ନ ଥିଲା । ବ୍ରାଜିଲ୍ ବାସିନ୍ଦା ୮୧ ବର୍ଷ ବୟସ୍କ ଗ୍ରାସା ଦୀର୍ଘ ୧୨ ବର୍ଷ ହେଲା ଆନ୍ତର୍ଜାତିକ ଭଲିବଲ୍ ଫେଡେରେସନ୍‌ର ସଭାପତି ଅଛନ୍ତି । ଏଫ୍‌ଆଇଭିବି ହେଉଛି ବିଶ୍ୱର ସର୍ବ ବୃହତ କ୍ରୀଡ଼ା ସଂଘ । ଏଥିରେ ୨୨୨ଟି ରାଷ୍ଟ୍ର ସଦସ୍ୟ ରହିଛନ୍ତି । ଡ. ଗ୍ରାସା ଏହି ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ଗ୍ରହଣ କରିଥିବାରୁ ଏହା କିସ୍ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ଅଚ୍ୟୁତ ସାମନ୍ତ କହିଛନ୍ତି । ସାମାଜିକ ଓ ମାନବିକତା କ୍ଷେତ୍ରରେ ସମଗ୍ର ବିଶ୍ୱରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କୁ ଏହି ସମ୍ମାନ ପ୍ରୋତ୍ସାହିତ କରିବା ସହ ଏ ଦିଗରେ ଅଧିକରୁ ଅଧିକ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିଥାଏ ।

Tags: kissvollyball
ShareTweetShareSend
Sanchar Live

Sanchar Live

Next Post
କାରକୁ ପିଟିଲା ହାଇଓ୍ବା

କାରକୁ ପିଟିଲା ହାଇଓ୍ବା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.