Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପୁଣି ପଶ୍ଚିମବଙ୍ଗରେ ଲଜ୍ଜା

Sanchar Live by Sanchar Live
October 5, 2024
in ଭାରତ
0
ରାଉରକେଲା ସହରରେ ପୁଣି ଲଜ୍ଜା
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ପଶ୍ଚିମବଙ୍ଗର ୨୪ ପରାଗଣ ଜିଲ୍ଲାରେ ଏକ ଅଭାନୀୟ ଘଟଣା ଘଟିଛି  ।  ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଏକ ନାବାଳିକାକୁ ଦୁଷ୍କର୍ମ କରି ଜୀବନରୁ ମାରି ଦେବା ଭଳି ଘଟଣା ସାମ୍ନାକୁ ଆସିଛି ।  ନାବାଳିକା ଜଣଙ୍କ ଟ୍ୟୁସନରୁ ଘରକୁ ଫେରୁ ଥିବା ସମୟରେ ଶୁକ୍ରବାର ଦିନ ତାଙ୍କୁ ଅପହରଣ କରାଯାଇଥିଲା । ଶନିବାର ଦିନ ଏକ କେନାଲ ନିକଟରୁ ନାବାଳିକାଙ୍କ ମୃତଦେହ ମିଳିଥିଲା । ସ୍ଥାନୀୟ ପୋଲିସ୍ ଷ୍ଟେସନ୍ କୁ ଉତ୍ତ୍ୟକ୍ତ ଗ୍ରାମବାସୀ ମାନେ ସାଙ୍ଗରେ ବାଡି, ବାଉଁଶ, ଧରି ସବଡ଼ି ଭିଜ୍ ନାଲ୍ କର୍ମଚାରୀ ଆଶିଷ ବିଶ୍ବାସଙ୍କୁ ଘେରାଉ କରିଥିଲେ ।

ଏହାସହ ଗ୍ରାମବାସୀ ମାନେ ପୋଲିସ୍ ଆଉଟ ପୋଷ୍ଟକୁ ନିଆଁ ଲଗାଇ ଦେଇଥିଲେ । ଲୋକଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ୍ ବ୍ୟାଟନ୍ ଚାର୍ଜ କରିଥିଲା । ଜଣଙ୍କୁ ଗିରଫ କରାଯାଇଛି ବୋଲି କହିଛନ୍ତି ସିନିୟର୍ ପୋଲିସ୍ ଅଫିସର । ଏହି ପରିସ୍ଥିତିକୁ କିପରି ନିୟନ୍ତ୍ରଣ କରାଯାଇପାରିବ ତାହା ଉପରେ ନଜର ରଖିଛନ୍ତି ବୋଲି କହିଛନ୍ତି ବରିଷ୍ଠ ପୋଲିସ ଅଧିକାରୀ । ଶନିବାର ରାତି ପ୍ରାୟ ସାଢେ ତିନିଟା ସମୟରେ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ ।  ଖବର ପାଇ ପୁଲିସ ମୃତଦେହ ଜବତ କରି ପୋଷ୍ଟମୋର୍ଟମ ପାଇଁ ପଠାଇଛି ।  ରିପୋର୍ଟ

Tags: crimerapeWestbengal
ShareTweetShareSend
Sanchar Live

Sanchar Live

Next Post
ନବରାତ୍ରିରେ ମା ଦୁର୍ଗାଙ୍କ ପୂଜା କଲେ ପ୍ରଧାନମନ୍ତ୍ରୀ

ନବରାତ୍ରିରେ ମା ଦୁର୍ଗାଙ୍କ ପୂଜା କଲେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.