Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଜେଡି ନେତାଙ୍କୁ ଲାଗିଛି ସାଂଘାତିକ ଝଟକା, ୨୪ କୋଟି ୨୧ ଲକ୍ଷ ଟଙ୍କାର ଫାଇନ୍‌

Sanchar Live by Sanchar Live
October 6, 2024
in ଓଡିଶା, ରାଜନୀତି
0
ବିଜେଡି ନେତାଙ୍କୁ ଲାଗିଛି ସାଂଘାତିକ ଝଟକା, ୨୪ କୋଟି ୨୧ ଲକ୍ଷ ଟଙ୍କାର ଫାଇନ୍‌
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ ବିଜେଡି ନେତା ବେଣୁଧର ପ୍ରଧାନଙ୍କୁ ଝଟ୍‌କା। ବେଣୁଧରଙ୍କ ଉପରେ ୨୪ କୋଟି ୨୧ ଲକ୍ଷ ଟଙ୍କାର ଫାଇନ୍‌ କସିଛି ଖଣି ବିଭାଗ। ଲିଜ୍‌ଧରା ନିୟମ ଉଲ୍ଲଘଂନ କରି ଖଣି ଚଲାଉଥିବା ଅଭିଯୋଗ ହୋଇଆସୁଥିଲା। ଅନୁମତି ଠାରୁ ଅଧିକା ଖୋଳା ଯାଇଥିବା ତଦନ୍ତରୁ ଜଣାପଡିଥିଲା। ବାରମ୍ବାର ଅଭିଯୋଗ ପରେ ନୟାଗଡ଼ ଖଣି ଅଧିକାରୀ ଈଶ୍ୱର ପ୍ରଧାନ ଏବଂ ଅନ୍ୟ କିଛି ପୋଲିସ ଫୋର୍ସ ସହ କାସିଆ କାରୀରେ ଗତ ଜୁଲାଇ ୨୨ରେ ଚଢ଼ାଉ କରିଥିଲେ। ଚଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।ପ୍ରକସଜେ ଅନୁମତି ସ୍ଥାନରୁ ମାତ୍ରାଧିକ ଖଣି ଉତ୍ତୋଳନ ହେବା ସହ ଜଙ୍ଗଲ ଜମିରେ ରାସ୍ତା ଓ ପଥର ଖଣି ଖନନ ଅଭିଯୋଗ ରହିଥିଲା। ବାରମ୍ବାର ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିଲା।
ଦୀର୍ଘ ବର୍ଷ ଧରି ବିଜେଡି ନେତା ତଥା ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ କାସିଆ ଖଣି ଏବଂ ରାଜସ୍ବ ବିଭାଗର ଅଧିକାରୀଙ୍କୁ ହାତ କରି ପାହାଡ଼ରୁ ବେଆଇନ ଭାବେ ଖନନ ଜାରି ରଖିଥିଲେ । ଏ ସଂପର୍କରେ ଗତ ଜୁଲାଇ ୨୦ରେ ଖବର ପ୍ରସାରଣ ହୋଇଥିଲା ନୂଆ ସରକାର ଆସିବା ପରେ ଆକ୍ସନ ନେଇଛି ଖଣି ବିଭାଗ । ଭୁବନେଶ୍ୱର ORSAC ପକ୍ଷରୁ ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ମ୍ୟାପିଂ ଯନ୍ତ୍ର ବ୍ୟବହାର କରାଯାଇ ମାପଚୁପ କରାଯାଇଥିଲା । ତେବେ ଖଣି ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କହିଛନ୍ତି, ଲିଜଧାରୀ ବେଣୁଧର ପ୍ରଧାନଙ୍କ କମ୍ପାନୀ ପିଆରଓ ।

Tags: benudhar pradhanBhapurbjdodisha politics
ShareTweetShareSend
Sanchar Live

Sanchar Live

Next Post
ଗାଜା ମସଜିଦ ଉପରେ ଆକ୍ରମଣ, ୨୩ ଜଣଙ୍କ ମୃତ୍ୟୁ

ଗାଜା ମସଜିଦ ଉପରେ ଆକ୍ରମଣ, ୨୩ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.