Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

Sanchar Live by Sanchar Live
October 6, 2024
in ଓଡିଶା
0
ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ । ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ । ଏହାସହିତ ସେ ସର୍ବଭାରତୀୟ ସେବା ରୁଲସ-୧୯୫୮ର ପ୍ରାବଧାନ ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇପାରିବେ ବୋଲି ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

Tags: arun sarangiodishaVrs
ShareTweetShareSend
Sanchar Live

Sanchar Live

Next Post
ବୁଥ ବାହୁଡ଼ା ମତ: ହରିୟାଣାରେ କ୍ଷମତାକୁ ଆସିପାରେ କଂଗ୍ରେସ

ବୁଥ ବାହୁଡ଼ା ମତ: ହରିୟାଣାରେ କ୍ଷମତାକୁ ଆସିପାରେ କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.