Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
October 8, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
35
VIEWS
FacebookTwitter

ମେଷ: କୌଣସି କଥା ବୁଝିବାରେ ଭୁଲ ହୋଇପାରେ। ଅର୍ଥ ସମ୍ବନ୍ଧରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀ ସହଯୋଗରେ କୌଣସି କାମର ସଫଳତା ପାଇବେ। ଦୁଇ ଚକିଆ ଯାନ ସାବଧାନତାର ସହ ଚଳାନ୍ତୁ।

ବୃଷ: ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ।

ମିଥୁନ: ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିବ। ଯେଉଁମାନେ ଜମି କିଣିବା ପାଇଁ ଭାବୁଛନ୍ତି ସେମାନଙ୍କୁ ଲାଭର ସଉଦା ମିଳିବ। ଆପଣଙ୍କ ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ।

କର୍କଟ: ଆପଣଙ୍କ ଜୀବନରେ ଖୁସିର ଆଗମନ ହେବ। ସୁସମ୍ବାଦ ପାଇବେ। ବେକାରଙ୍କୁ ଭଲ ରୋଜଗାରର ସୁଯୋଗ ମିଳିବ। ଚାକିରିଜୀବୀ ଚାକିରି ବଦଳାଇବା ପାଇଁ ଭାବିବେ। ଦାମ୍ପତ୍ୟ ଜୀବନରେ ନୂତନତ୍ବ  ଆସିବ।

ସିଂହ: ସରକାରୀ କାମରେ କୌଣସି ବଡ଼ ଲୋକଙ୍କ ସାହାଯ୍ୟ ପାଇବେ। କୃଷି କ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ସଂଚାର ହେବ। ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ।

କନ୍ୟା: ଆପଣଙ୍କ ମନ ପ୍ରସନ୍ନ ରହିବ। କାର୍ଯ୍ୟକ୍ଷେତ୍ରରେ ମନପ୍ରାଣ ଢ଼ାଳି କାମ କରିବେ। ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ଘରୋଇ ସାମଗ୍ରୀ କିଣିବା ପାଇଁ ସହରକୁ ଯିବେ।

ତୁଳା: କାରବାରରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। କୌଣସି କଥାକୁ ନେଇ ସଂଶୟରେ ଥିଲେ ବନ୍ଧୁଙ୍କୁ ଜଣାନ୍ତୁ ସବୁ ଠିକ୍ ହୋଇଯିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଅନ୍ତ ହେବ। ପ୍ରେମ ଜୀବନ ଭଲ ରହିବ।

ବିଛା: ନୂଆ କାର୍ଯ୍ୟ ପାଇଁ ଆଗ୍ରହ ବଢ଼ିବ। ଅର୍ଥ ସମ୍ବନ୍ଧୀୟ ବିଷୟରେ ଆପଣଙ୍କୁ ସଫଳତା ମିଳିବ। କୌଣସି ବିଶେଷ ଜାଗାରେ ଆପଣଙ୍କର ପ୍ରଶଂସା ହେବ। ପରିବାରରେ ଖୁସିର ଆଗମନ ହେବ।

ଧନୁ: ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପ୍ରଭାବିତ କରିପାରେ। ବ୍ୟବସାୟରେ ଉନ୍ନତି ହେବ। ବନ୍ଧୁ ଆପଣଙ୍କୁ ଆର୍ଥିକ ସାହାଯ୍ୟ ମାଗି ପାରନ୍ତି। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ‌

ମକର: କାରବାର ଦ୍ରୁତଗତିରେ ବୃଦ୍ଧି ହେବ। କମିସନି କାମ କରୁଥିବା ଲୋକଙ୍କୁ ସାବଧାନ ରହିବାକୁ ହେବ। ଅବିବାହିତଙ୍କ ଲାଗି ବିବାହର ଭଲ ପ୍ରସ୍ତାବ ଆସିବ। ଛାତ୍ରଙ୍କ ଲାଗି ସଫଳତାର ନୂଆ ଦ୍ବାର ଖୋଲିବ।

କୁମ୍ଭ: ନୂଆ ବିଚାର ଆସିବ। ଜୀବନକୁ ସୁନ୍ଦର କରିବା ଲାଗି ଚେଷ୍ଟା କରିବେ। ଏକାଗ୍ରତାରେ କରୁଥିବା କାମର ସଫଳ ହେବେ। ଚାକିରିଜୀବୀଙ୍କୁ ଆର୍ଥିକ ଲାଭ ହେବାର ସମ୍ଭାବନା। ‌

ମୀନ: ଆପଣଙ୍କର ସକାରାତ୍ମକ ଚିନ୍ତା ଆପଣଙ୍କୁ ଲାଭ ଦେବ। ବ୍ୟବସାୟୀଙ୍କୁ ନୂଆ ଉତ୍ସ ମିଳିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ। କୋର୍ଟ କଚେରି ମାମଲାରେ ଆରାମ ପାଇବେ।

 

Tags: horoscoprerashifala
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.