Thursday, May 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା: ଫାରୁକ ଅବଦୁଲ୍ଲା

Sanchar Live by Sanchar Live
October 8, 2024
in ଭାରତ
0
ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା: ଫାରୁକ ଅବଦୁଲ୍ଲା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମଙ୍ଗଳବାର ହରିୟାଣା ଏବଂ ଜମ୍ମୁ କାଶ୍ମୀରର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାରେ ଲାଗିଛି । ହରିୟାଣାରେ ବିଜେପି ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଥିବା ଦେଖିବାକୁ ମିଳୁଛି । ମାତ୍ର ଜମ୍ମୁ କାଶ୍ମୀର ନିର୍ବାଚନରେ ଏହାର ବ୍ୟତିକ୍ରମ ପରିଲଖିତ ହୋଇଛି । ଏଠାରେ ମେଣ୍ଟ ସରକାର ହେବାକୁ ଯାଉଛି ଏଥିରେ କୌଣସି ସନ୍ଦେହ ନାହିଁ । ସମ୍ପୂର୍ଣ୍ଣ ଫଳାଫଳ ବାହାରିବା ପୂର୍ବରୁ ଏଠାରେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବ ତାହା ଘୋଷଣା ହୋଇସାରିଛି । ଓମାର ଅବଦୁଲ୍ଲା ଜମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଛନ୍ତି ନ୍ୟାସନାଲ କଂଗ୍ରେସର ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା ।

ଫାରୁକ ଅବଦୁଲ୍ଲା କହିଛନ୍ତି ଯେ ଜନତା ତାଙ୍କର ମତ ଦେଇ ସାରିଛନ୍ତି, ସେମାନେ ପ୍ରମାଣିତ କରିଛନ୍ତି ଯେ ଅଗଷ୍ଟ 5 ରେ ଯେଉଁ ନିଷ୍ପତ୍ତି ନିଆଯାଇଥିଲା ସେମାନେ ଗ୍ରହଣ କରି ନାହାଁନ୍ତି । ଓମାର ଅବଦୁଲ୍ଲା ବଡ଼ଗାମରୁ ବିଜୟ ହାସଲ କରିଛନ୍ତି । ସେ ପିଡପିର ପ୍ରାର୍ଥୀ ଆଗା ସେଦ୍ ମୁନ୍ତଜୀରଙ୍କୁ 18000 ରୁ ଉର୍ଦ୍ଧ୍ୱ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । 

 

Tags: jammu kasmiromar abdulla
ShareTweetShareSend
Sanchar Live

Sanchar Live

Next Post
ବାପା ଓ ସାବତ ମାଆର ନିର୍ଯାତନାରୁ ଯୁବତୀଙ୍କ ଆତ୍ମହତ୍ଯା

ବାପା ଓ ସାବତ ମାଆର ନିର୍ଯାତନାରୁ ଯୁବତୀଙ୍କ ଆତ୍ମହତ୍ଯା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅପରେସନ ସିନ୍ଦୂରକୁ ଆଜି ପୁରିଛି ବର୍ଷେ
  • ଗୁରୁବାର : ଅଚାନକ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଟଙ୍କା
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
  • ୫ ଦିନ ବନ୍ଦ ରହିପାରେ SBI ବ୍ୟାଙ୍କ ସେବା
  • ଆଜି ପୁଣି ବଢିଲା ସୁନା- ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.