Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟ ସରକାରଙ୍କ ଅଧୀନରେ ୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତି

Sanchar Live by Sanchar Live
October 8, 2024
in ଓଡିଶା
0
ରାଜ୍ୟ ସରକାରଙ୍କ ଅଧୀନରେ ୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତି
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟ ସରକାରଙ୍କ ଅଧୀନରେ ୨୮୨ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତି । ସମସ୍ତଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରଙ୍କ ପ୍ରତ୍ୟେକ ଯୋଜନାର ସଫଳ ରୂପାୟନ ପାଇଁ କାମ କରିବା ସହ ସ୍ବଚ୍ଛତା ଅବଲମ୍ବନ କରି ଲୋକଙ୍କ ସେବା କରିବାକୁ ନୂତନ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ଖଣି ଓ ଇସ୍ପାତ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଉପସ୍ଥିତ ଥିଲେ।

ରାଜ୍ୟ ସରକାରଙ୍କ ତିନୋଟି ପ୍ରମୁଖ ବିଭାଗ ଯଥା- ଶକ୍ତି ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଇସ୍ପାତ ଓ ଖଣି ବିଭାଗ ଅଧିନସ୍ଥ ଓଡିଶା ଖଣି ନିଗମରେ ୨୮୨ଜଣ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ପ୍ରଦାନ କରାଯାଇଛି।

ଏଥିରେ ଶକ୍ତି ବିଭାଗରେ ୭୯ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ ନିଯୁକ୍ତି ପାଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗରେ ଭେଷଜ ନିୟନ୍ତ୍ରଣ ନିର୍ଦ୍ଦେଶକଙ୍କ ଅଧିନରେ ୩୧ ଜଣ ଜୁନିୟର କ୍ଲର୍କ କମ ଟାଇପିଷ୍ଟ, ଆୟୁଷ ନିର୍ଦ୍ଦେଶକଙ୍କ ଅଧିନରେ ୧୯ ଜଣ ଆୟୁର୍ବେଦ ଅଧ୍ୟାପକ ଓ ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବ ବିଦ୍ୟାଳୟରେ ୫୪ ଜଣ କନିଷ୍ଠ ସହାୟକ ନିଯୁକ୍ତି ପାଇଛନ୍ତି । ସେହିପରି ଓଡିଶା ଖଣି ନିଗମରେ କନିଷ୍ଠ ଯନ୍ତ୍ରୀ ମେକାନିକାଲ ୧୯, କନିଷ୍ଠ ଯନ୍ତ୍ରୀ ଇଲେକ୍ଟ୍ରିକାଲ ୧୪, କନିଷ୍ଠ ଯନ୍ତ୍ରୀ ସିଭିଲ ୧୬, କନିଷ୍ଠ ଫାର୍ମାସିଷ୍ଟ ୯ ଏବଂ ଇଲେକ୍ଟ୍ରିସିଆନ ୩୦ ଜଣଙ୍କୁ ନିଯୁକ୍ତି ମିଳିଛି।

Tags: job operchunityjoiningodisha govt
ShareTweetShareSend
Sanchar Live

Sanchar Live

Next Post
ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା

ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.