Sunday, April 26, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସିଲା ସୁଭଦ୍ର ଟଙ୍କା

Sanchar Live by Sanchar Live
October 9, 2024
in ଓଡିଶା
0
ଆସିଲା ସୁଭଦ୍ର ଟଙ୍କା
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ମିଳିଲା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ଯାୟ ସୁଭଦ୍ରା ଟଙ୍କା । ଆଜି ବାରିପଦାରେ ମୁଖ୍ଯମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି । ନିଜ ଆକାଉଣ୍ଟରେ ୫ ହଜାର ଟଙ୍କା ମେସେଜ ଦେଖି ଖୁସି ଜାହିର କରିଛନ୍ତି ହିତାଧିକାରୀ । ଗତ ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ । ଏଥିରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ବଣ୍ଟାଯାଇଥିଲା । ବର୍ଷକୁ ୨ଟି କିସ୍ତିରେ ୫ ବର୍ଷରେ ମିଳିବ ମୋଟ ୫୦ ହଜାର ।

Tags: baripadaodishasubhadra yojana
ShareTweetShareSend
Sanchar Live

Sanchar Live

Next Post
ନିଶା ମହାରଣାଙ୍କୁ ଚେୟାର ମାଡ଼, ଆହତ ହେଲେ ଅଭିନେତ୍ରୀ

ନିଶା ମହାରଣାଙ୍କୁ ଚେୟାର ମାଡ଼, ଆହତ ହେଲେ ଅଭିନେତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟରେ ସାମାନ୍ୟ କମିପାରେ ତାପମାତ୍ରା
  • ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ
  • ଆଉ ସମ୍ଭାଳି ହଉନି, ରାଜ୍ୟରେ ଦହଗଞ୍ଜ କରୁଛି ଖରା
  • ଭଦ୍ରକରେ ଭଶୁଡୁଛି ବିଜେଡି ଗଡ଼
  • ମଣିପୁରରେ ସାନି ହିଂସା, ୩ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.