Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିମାନଙ୍କ ଭାଗ୍ୟ ଚମକିବ

Sanchar Live by Sanchar Live
October 10, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
35
VIEWS
FacebookTwitter

ମେଷ: ସକାରାତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଲାଭ ମିଳିବ। ବାଲ୍ୟବନ୍ଧୁ ସହ ସାକ୍ଷାତ ହେବ। ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ।
ବୃଷ: କାମ ପ୍ରତି ଆପଣ ସକ୍ରିୟ ରହିବେ। ଆର୍ଥିକ ପକ୍ଷ ମଜଭୁତ ହେବ। ଅନାବଶ୍ୟକ ଭ୍ରମଣ ବର୍ଜନ କରନ୍ତୁ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଙ୍କୁ ଲେଖାପଢ଼ାରେ ସିନିୟରଙ୍କର ସାହାଯ୍ୟ ମିଳିବ।
ମିଥୁନ: ବାପା ମାଆଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଧନଲାଭ ଯୋଗ ରହିଛି। ସମାଜିକ କାର୍ଯ୍ୟରେ ସମୟ ଦେବେ। ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ। କିଛି ନୂଆ ଶିଖିବାର ମଉକା ପାଇବେ।
କର୍କଟ: କ୍ୟାରିୟର ଲାଗି ଦିନଟି ବହୁତ ଭଲ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।
ସିଂହ: ଜୀବନରେ ନୂଆ ମୁକାମ ହାସଲ କରିବେ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ପାଇବେ। ଘରେ ସୁଖ ସମୃଦ୍ଧି ବଜାୟ ରହିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।
କନ୍ୟା: ଭାବିଥିବା ସବୁ କିଛି ଆପଣଙ୍କ ମନ ମୁତାବକ ହୋଇନପାରେ। କୌଣସି ନିକଟ ସଂପର୍କିୟ ଆପଣଙ୍କର ଲକ୍ଷ୍ୟଭ୍ରଷ୍ଟ କରିବେ। ବିବାହିତ ଲୋକଙ୍କ ଜୀବନରେ ପ୍ରସନ୍ନତା ଆସିବ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ ରହିବ।
ତୁଳା: ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ସାମାଜିକ ସଂଗଠନ କ୍ଷେତ୍ରରେ ଥିବା ଲୋକଙ୍କର ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଜୀବନସାଥୀ ସହ ସମ୍ବନ୍ଧ ଭଲ ହେବ। ଛାତ୍ରଙ୍କୁ ଉତ୍ତମ ପରିଣାମ ହାସଲ ହେବ।
ବିଛା: ଆପଣଙ୍କ ପାଖକୁ ଏଭଳି କାମ ଆସିବ ଯାହା ଦ୍ବାରା ଧନଲାଭ ହେବ। ଜୀବନସାଥୀ ଆପଣଙ୍କର କୌଣସି ଇଚ୍ଛା ପୂରା କରିବେ। ଘର ମରାମତି ପାଇଁ ଦିନଟି ଶୁଭ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସମସ୍ୟା ଅନ୍ତ ହେବ।
ଧନୁ: ବ୍ୟବସାୟରେ ସାହସର ସହ କାମ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ପରିବାରରେ ଦାୟିତ୍ବ ବଢ଼ିବ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହ ତାଳମେଳ ବନାଇ ରଖନ୍ତୁ।
ମକର: କାହାରିକୁ କୌଣସି କଥା ବୁଝାଇବାରେ ଭୁଲ ହୋଇପାରେ। ଧ୍ୟାନକେନ୍ଦ୍ରିତ କରି ନିଜର କାମ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀ ଓ ପିଲାମାନଙ୍କ ଠାରୁ ବହୁତ ଖୁସି ପାଇବେ।
କୁମ୍ଭ: ଆପଣଙ୍କ ଧ୍ୟାନ ଆଧ୍ୟତ୍ମିକ ଦିଗକୁ ରହିବ। ବ୍ୟବସାୟରେ ଉନ୍ନତି ହେବ। ସୁସମ୍ବାଦ ପାଇବେ। ଅଫିସରେ ନୂଆ କାମର ଦାୟିତ୍ବ ମିଳିପାରେ। ପ୍ରେମ ସମ୍ବନ୍ଧରେ ମଧୁରତା ବଜାୟ ରହିବ।
ମୀନ: ଚାକିରି ବ୍ୟବସାୟରେ ସଫଳତା ପାଇବେ। ଧନଲାଭର ଯୋଗ ରହିଛି। ଦାମ୍ପତ୍ୟ ଜୀବନରେ ଦୂରତ୍ବ ସମାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯାଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ।

Tags: horoscoprerashifala
ShareTweetShareSend
Sanchar Live

Sanchar Live

Next Post
ଭୁବନେଶ୍ବରରେ ମଦ୍ୟପ ମହିଳାଙ୍କ ଉନ୍ମତ୍ତକାଣ୍ଡ

ଭୁବନେଶ୍ବରରେ ମଦ୍ୟପ ମହିଳାଙ୍କ ଉନ୍ମତ୍ତକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.