Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

କେମିତି କଟିବ ଆଜି?

Sanchar Live by Sanchar Live
October 11, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
21
VIEWS
FacebookTwitter

ମେଷ: ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ପୂରଣ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ମହିଳାମାନେ ଆଳସ୍ୟତା ଅନୁଭବ କରିପାରନ୍ତି। ପିଲାମାନଙ୍କ ପାଇଁ ମା’ ମାନେ ଚିନ୍ତିତ ରହିବେ।

ବୃଷ: ବିଭିନ୍ନ କାର୍ଯ୍ୟରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ଆୟ ବୃଦ୍ଧି ହେତୁ ଉତ୍ସାହିତ ହେବେ। ପରିବାରର ସହାୟତା ପାଇବେ । ପରିଶ୍ରମ ଅନୁସାରେ ଫଳ ମିଳିବ।

ମିଥୁନ: ଆଶା କରିଥିବା ଦିଗରୁ ଲାଭବାନ ହେବେ। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ଜମିବିବାଦ ଉପୁଜିପାରେ।

କର୍କଟ: ନିଜ ଲୋକ ଶତ୍ରୁ ସାଜିବେ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। କାର୍ଯ୍ୟଭାର ବୃଦ୍ଧି ପାଇବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ। ପଡୋଶୀଙ୍କ ସହ ଝାମେଲା ହୋଇପାରେ।

ସିଂହ: ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ସୁଯୋଗ ପାଇପାରନ୍ତି। ମାନସିକ ସ୍ତରରେ ଚାପଗ୍ରସ୍ତ ରହିବେ। ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ଉଚ୍ଚଅଧିକାରୀଙ୍କ ସହଯୋଗରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ବହୁତ ଭଲ।

ତୁଳା: ଆଜି ଦିନଟି ମଧ୍ୟମ ଫଳ ପ୍ରଦାନ କରିବ। ଆଶା କରିଥିବା ଦିଗରୁ ନିରାଶ ରହିପାରନ୍ତି। ଭାଇଭଉଣୀଙ୍କ ସଂପୂର୍ଣ୍ଣ ସହଯୋଗ ପାଇବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।

ବିଛା: ଦୀର୍ଘ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ଉତ୍ସାହିତ ଅନୁଭବ କରିବେ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ପରୋପକାରରେ ଦିନ ବିତିବ।

ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ନୂତନ ବ୍ୟବସାୟ ପାଇଁ ସୁଯୋଗ ପାଇପାରନ୍ତି। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ପରିବାର ସହିତ ସମୟ ଅତିବାହିତ କରିବେ। ଖର୍ଚ୍ଚବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିବେ। ବ୍ୟବସାୟରେ କ୍ଷତି ସହିବାକୁ ବଡ଼ିବ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ।

କୁମ୍ଭ: ଖର୍ଚ୍ଚାନ୍ତ ହୋଇପାରନ୍ତି। କର୍ମସ୍ଥଳୀରେ ସହକର୍ମୀଙ୍କ ସହଯୋଗ ମିଳିବନି। ସୁଯୋଗର ସଠିକ୍‌ ଉପଯୋଗ କରିବେ। ମହିଳାମାନେ ସ୍ବାଧୀନମନା ହେବେ। ଅଯଥା କଥା କହି ସମାଲୋଚିତ ହୋଇପାରନ୍ତି।

ମୀନ: କାର୍ଯ୍ୟ କରିବାର ତରିକାରେ ପରିବର୍ତ୍ତନ ହେବ। ଅନ୍ୟକୁ ଧାର ଦେବା କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ। ବିବାଦରେ ଛନ୍ଦି ହୋଇପାରନ୍ତି।

Tags: horoscoprerashifala
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ

ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.