Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହୃତ ହେବ

ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଲେ ମୁଖ୍ୟ ପ୍ରଶାସକ

Sanchar Live by Sanchar Live
October 15, 2024
in ଓଡିଶା
0
ଶ୍ରୀମନ୍ଦିର ରୋଷରେ ଲୁହା କଢ଼େଇ ବ୍ୟବହାର ଘଟଣା : ୩ ସୂପକାରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ ।

ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ତେଣୁ ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ ରଖିବାକୁ ରଖି ପଦକ୍ଷେପ ଗ୍ରହଣ କରିବାକୁ ଓମଫେଡ଼କୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୁରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି । ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗ କୁ ଜଣାଇ ଦିଆଯାଇଛି l ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି ।

Tags: omfedpuri
ShareTweetShareSend
Sanchar Live

Sanchar Live

Next Post
କାର-ବାଇକ୍ ଧକ୍କା, ୨ ଜଣଙ୍କ ମୃତ୍ୟୁ

କାର-ବାଇକ୍ ଧକ୍କା, ୨ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.