Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାର-ବାଇକ୍ ଧକ୍କା, ୨ ଜଣଙ୍କ ମୃତ୍ୟୁ

Sanchar Live by Sanchar Live
October 15, 2024
in ଓଡିଶା
0
କାର-ବାଇକ୍ ଧକ୍କା, ୨ ଜଣଙ୍କ ମୃତ୍ୟୁ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ପୁରୀ ଜିଲ୍ଲା ନୂଆହାଟ ପାଣ୍ଡି ଅନ୍ତର୍ଗତ ଯୋଗେଶ୍ୱରପୁର ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ ସହ କାର ଧକ୍କା ଦେବାରୁ ଦୁଇଜଣ ବାଇକ୍ ଆରୋହୀଙ୍କ ମୃତ୍ଯୁ ହୋଇଛି । ବ୍ରହ୍ମପୁରରୁ ନିଜ ପୁଅର ମାନସିକ ଚୁଟି ପକାଇବାକୁ କାରେ କାକଟପୁର ମଙ୍ଗଳା ମନ୍ଦିରକୁ ଆସିଥିଲେ ପରିବାର । କାମ ସାରି ଘରକୁ ଫେରୁଥିବା ବେଳେ ନୂଆହାଟ ଯୋଗେଶ୍ଵରପୁର ଆଳୁଦଣ୍ଡାପାଟଣା ନିକଟରେ ଏକ ବାଇକ ଦ୍ରୁତ ବେଗରେ ଆସି କାରକୁ ଧକ୍କା ଦେଇଥିଲା । ଫଳରେ ବାଇକ ଚାଳକ ସହ ବସିଥିବା ବ୍ୟକ୍ତି ଦୂରକୁ ଛିଟିକି ପଡ଼ିଥିଲେ । ସ୍ଥାନୀୟ ଲୋକେ ଉଦ୍ଧାର କରି ନିକଟସ୍ଥ ଚାରିଛକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ।ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ । ମୃତକ ହେଲେ ଖୋର୍ଦ୍ଧା ଜିଲ୍ଲା ଗମ୍ଭାରିମୁଣ୍ଡା ପଞ୍ଚୁ ଗାଁର ସୌମ୍ଯ ପ୍ରଧାନ ଓ ଲକି ମହାପାତ୍ର । ନୟାହାଟ ଫାଣ୍ଡି ପୋଲିସ ବାଇକ ଓ କାରକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

Tags: accidentkonark
ShareTweetShareSend
Sanchar Live

Sanchar Live

Next Post
ବାପାର କାଠ ଫାଳିଆରେ ପୁଅ ମୃତ

ବାପାର କାଠ ଫାଳିଆରେ ପୁଅ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.