Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୭ ଦିନ ପର୍ଯ୍ୟନ୍ତ ବାତ୍ୟା ସମ୍ଭାବନା ନାହିଁ

Sanchar Live by Sanchar Live
October 17, 2024
in ଓଡିଶା
0
୭ ଦିନ ପର୍ଯ୍ୟନ୍ତ ବାତ୍ୟା ସମ୍ଭାବନା ନାହିଁ
0
SHARES
24
VIEWS
FacebookTwitter

ସଂଚାର ବ୍ୟୁରୋ: ୭ ଦିନ ପର୍ଯ୍ୟନ୍ତ ବାତ୍ୟା ସମ୍ଭାବନା ନାହିଁ । ଅକ୍ଟୋବର ବାତ୍ୟା ଚର୍ଚ୍ଚା ଭିତରେ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ୨୦ ତାରିଖ ପାଖାପାଖି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ ତାରିଖରେ ଲଘୁଚାପ ସମ୍ଭାବନା ରହିଛି । ଏହାସହ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଅବପାତ ରୂପ ନେବ । କିନ୍ତୁ ବାତ୍ୟା ହେବା କି ନାହିଁ ତାର ପୂର୍ବାନୁମାନ କରାଯାଇ ନାହିଁ । କିନ୍ତୁ ଅବପାତ ପ୍ରଭାବରେ ୨୩ରୁ ୨୫ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।

Tags: cycloneimdodisha
ShareTweetShareSend
Sanchar Live

Sanchar Live

Next Post
କର୍କଟ ଚିକିତ୍ସା ପାଇଁ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ ; ବ୍ରହ୍ମପୁର ସମ୍ ହସ୍ପିଟାଲ୍‌ରେ କେମୋଥେରାପି ଚିକିତ୍ସା ଆରମ୍ଭ

କର୍କଟ ଚିକିତ୍ସା ପାଇଁ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ ; ବ୍ରହ୍ମପୁର ସମ୍ ହସ୍ପିଟାଲ୍‌ରେ କେମୋଥେରାପି ଚିକିତ୍ସା ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.