Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ

Sanchar Live by Sanchar Live
October 19, 2024
in ଓଡିଶା
0
ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଆକ୍ରମଣ ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଦୁଇ ଭାଇ ଚନ୍ଦନ ସାମନ୍ତରା ଓ ଜୁଝି ସାମନ୍ତରାଙ୍କୁ ଅଟକ ରଖିଛି ପୋଲିସ। ପନ୍ତିବଡୁ ସେବକ ଶ୍ରୀଚନ୍ଦନ ସାମନ୍ତରାଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି l ଶ୍ରୀଜଗନ୍ନାଥ ମନ୍ଦିର ଆଇନ୍ 1955 ର 21 – ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି l ଏଥି ସହ ଶ୍ରୀ ସାମନ୍ତରାଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷ ଘରେ ପ୍ରବେଶକୁ ନିଷିଦ୍ଧ କରାଯାଇଛି l ଘଟଣାରେ ଶ୍ରୀ ସାମନ୍ତରାଙ୍କ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି l ପରବର୍ତ୍ତୀ ସମୟରେ ଯାହାର ବି ସମ୍ପୃକ୍ତି ଆସିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ l ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Tags: attack to superviserpuri
ShareTweetShareSend
Sanchar Live

Sanchar Live

Next Post
ବାପା ପୁଅଙ୍କ ଉପରେ ଏସିଡ୍ ମାଡ଼

ବାପା ପୁଅଙ୍କ ଉପରେ ଏସିଡ୍ ମାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.