Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଭାରତ- ନ୍ୟୁଜିଲାଣ୍ଡ ଟେଷ୍ଟର ଆଜି ଅନ୍ତିମ ଦିନ

Sanchar Live by Sanchar Live
October 20, 2024
in କ୍ରୀଡ଼ା
0
ଭାରତ- ନ୍ୟୁଜିଲାଣ୍ଡ ଟେଷ୍ଟର ଆଜି ଅନ୍ତିମ ଦିନ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବେଙ୍ଗାଲୁରୁ ଟେଷ୍ଟର ଆଜି ଅନ୍ତିମ ଦିବସ । ବିଜୟ ପାଇଁ ନ୍ଯୁଜିଲାଣ୍ଡ ଆଗରେ ରହିଛି ୧୦୭ ରନର ଟାର୍ଗେଟ । ଏଣୁ ଭାରତୀୟ ବୋଲରଙ୍କ ଆଜି ଆଜି କର ବା ମର ସ୍ଥିତି । ୧୦୭ ରନ ଭିତରେ ନ୍ଯୁଜିଲାଣ୍ଡକୁ ଅଟକାଇବାରେ ସକ୍ଷମ ହେଲେ ଭାରତ ବିଜୟୀ ହୋଇପାରିବ । ପ୍ରଥମ ଇନିଂସରେ ମାତ୍ର ୪୬ ରନରେ ଅଲଆଉଟ୍ ହୋଇଯାଇଥିବା ଭାରତ ନିଜର ଦ୍ବିତୀୟ ଇନିଂସରେ ୪୬୨ ରନ କରି ଗତକାଲି ଅଲଆଉଟ ହୋଇଯାଇଥିଲା । ସରଫରାଜ ଖାଁ ନିଜର ଶତକ ପୂରଣ କରିଥିଲେ । ଶତକ ପୂରଣ କରିବା ପରେ ବି ସେ ନିଜର ବ୍ୟାଟିଂ ଜାରି ରଖି ୧୫୦ ରନ ପୂରଣ କରିଥିଲେ ଓ ସାଉଥଙ୍କ ବଲରେ ଆଉଟ ହୋଇଥିଲେ । ତାଙ୍କ ସହିତ ଏକ ଭଲ ପାର୍ଟନରସିପ୍ କରିଥିବା ଋଷଭ ପନ୍ତ ୯୯ ରନ କରି ଆଉଟ ହୋଇଥିଲେ । ଫଳରେ ସେ ଅଳ୍ପକେ ଶତକରୁ ବଞ୍ଚିତ ହୋଇଥିଲେ । ପନ୍ତ ଆଉଟ ହେବା ପରେ ଭାରତ ପୁଣି ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ମାତ୍ର ୨୯ ରନରେ ପରବର୍ତ୍ତୀ ୫ ଜଣ ବ୍ୟାଟ୍ସମ୍ୟାନ ପାଭିଲିଅନ ଫେରିଥିଲେ । ଶେଷରେ ୪୬୨ ରନ କରି ଭାରତ ଅଲଆଉଟ ହୋଇଯାଇଛି । ଆଜି ନ୍ଯୁଜିଲାଣ୍ଡ ଦ୍ବିତୀୟ ଇନିଂସ ଖେଳିବା ସହ ବିଜୟ ଟାର୍ଗେଟକୁ ପିଛା କରିବ । ଭାରତୀୟ ବୋଲର ନ୍ଯୁଜିଲାଣ୍ଡ ବ୍ଯାଟ୍ସମ୍ଯାନଙ୍କୁ ଅଟକାଇବାକୁ ସମସ୍ତ ପ୍ରକାର ରଣକୌଶଳ ପ୍ରୟୋଗ କରିବେ ।

Tags: indianewslandtest cricket
ShareTweetShareSend
Sanchar Live

Sanchar Live

Next Post
ବଙ୍ଗୋପସାଗରରେ ବଢ଼ିଲା ବାତ୍ୟା ଭୟ

ବଙ୍ଗୋପସାଗରରେ ବଢ଼ିଲା ବାତ୍ୟା ଭୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.