Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ଭାବ୍ୟ ବାତ୍ୟା ମୁକାବିଲା: ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ରାଜସ୍ବ ମନ୍ତ୍ରୀ

Sanchar Live by Sanchar Live
October 20, 2024
in ଓଡିଶା
0
ସମ୍ଭାବ୍ୟ ବାତ୍ୟା ମୁକାବିଲା: ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ରାଜସ୍ବ ମନ୍ତ୍ରୀ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି । ସଜାଗ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି, ସଫଳତାର ସହ ମୁକାବିଲ କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର ।

ସମସ୍ତ ବିଭାଗର ଅଧିକାରୀଙ୍କ ସହ ନିଜେ ମନ୍ତ୍ରୀ ବାତ୍ୟାର ଗତି ନେଇ ଆଲୋଚନା କରିଛନ୍ତି  । ଓଡିଆରଏଫ୍, ଏନ୍ଡିଆରଏଫ୍ ସହ ଜରୁରୀକାଳୀନ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ ରଖିବା ସହ ସମସ୍ତ ଜିଲ୍ଲାପାଳ ପ୍ରସ୍ତୁତ ରହିବାକୁ କୁହାଯାଇଛି ।  ବାତ୍ୟାକୁ ନେଇ ରାଜ୍ୟବାସୀ ଭୟଭୀତ ନହେବାକୁ ଅପିଲ କରିଛନ୍ତି ମନ୍ତ୍ରୀ ।
Tags: cyclonesuresh pujari
ShareTweetShareSend
Sanchar Live

Sanchar Live

Next Post
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.