Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସିଲା ବାତ୍ୟାର ନୂଆ ଗତିପଥ, ଜାଣନ୍ତୁ କେଉଁ ଜିଲ୍ଲା ହେବ ଅଧିକ ପ୍ରଭାବିତ

Sanchar Live by Sanchar Live
October 21, 2024
in ଓଡିଶା
0
ଆସିଲା ବାତ୍ୟାର ନୂଆ ଗତିପଥ, ଜାଣନ୍ତୁ କେଉଁ ଜିଲ୍ଲା ହେବ ଅଧିକ ପ୍ରଭାବିତ
0
SHARES
46
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶାକୁ ବାତ୍ୟା ଭୟ! ଭାରତୀୟ ପାଣିପାଗ ବିଭାଗର ସଦ୍ୟ ସୂଚନା ଅନୁସାରେ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ମାଡ଼ କରିବ। ପୁରୀ ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ। ଏଥି ସହିତ ଝଟକା ପବନର ବେଗ ୧୨୦ କିଲୋମିଟର ରହିପାରେ।

ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ସକାଳେ ଅବପାତ ଏବଂ ୨୩ ତାରିଖରେ ଏହି ସାମୁଦ୍ରକ ଘୂର୍ଣ୍ଣିଝଡ଼ ଏକ ପୂର୍ଣ୍ଣାଙ୍ଗ ବାତ୍ୟାର ରୂପ ନେଇ ଭୂ-ଭାଗ ଆଡ଼କୁ ମୁହାଁଇବ। ବାତ୍ୟାଟି ଅତି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ମଧ୍ୟ ରାତ୍ରରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୀଷଣ ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ  ଉପକୂଳ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି କୁହାଯାଉଛି।  ଆସନ୍ତା ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବା ସହ ୨୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ରୁ ବର୍ଷା ଆରମ୍ଭ ହେବା ପରେ ୨୪ରେ ମୂଷଳ ଧାରାରେ ବର୍ଷା ନେଇ ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଯାଜପୁରକୁ ସତର୍କତା ଜାରି କରଯାଇଛି।

ଅନ୍ୟପଟେ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକରେ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ବ ଦିଆଯିବ। କେଉଁ ଜିଲ୍ଲାକୁ କେତେ ଏନଡ଼ିଆରଫ ଓ ଓଡ୍ରାଫ ଟିମ ଓ ସେ ନେଇ ଚାଲିଛି ଯୋଜନା । ଉପକୂଳ ଓଡ଼ିଶା ଯଥା ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତିରେ ଅଧିକ ଏନଡ଼ିଆରଫ, ଓଡ୍ରାଫ ଓ ଅଗ୍ନିଶମ ଟିମ ମୁତୟନ ହେବେ। ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବ ଏନଡ଼ିଆରଫ, ଓଡ୍ରାଫ ଓ ଅଗ୍ନିଶମ ଟିମ। ଜିଲ୍ଲାପାଳ ମାନେ ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବା ପରେ ଆବଶ୍ୟକତା ଅନୁଯାୟୀ ସରକାର ସହାୟତା ଯୋଗାଇ ଦେବେ ବୋଲି ସ୍ୱତନ୍ତ୍ର ରିଲିଫ କମିଶନ।

Tags: cycloneodisha
ShareTweetShareSend
Sanchar Live

Sanchar Live

Next Post
ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା!

ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.